ସାହସିକତା ପାଇଁ ବିଜୁ ପଟ୍ଟନାୟକଙ୍କୁ ଆଜି ସମ୍ମାନିତ କରିବ ଋଷିଆ

ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଦୁର୍ଦ୍ଧର୍ଷ ପାଇଲଟ ବିଜୁ ପଟ୍ଟନାୟକଙ୍କୁ ସମ୍ମାନିତ କରିବେ ଋଷ ସରକାର। ଦ୍ବିତୀୟ ବିଶ୍ବଯୁଦ୍ଧର ୮୦ ବର୍ଷ ପୂର୍ତ୍ତି ଅବସରରେ ଚଳିତ ମାସ ୭ ତାରିଖରେ ନୂଆଦିଲ୍ଲୀସ୍ଥିତ ଋଷ ଦୂତାବାସରେ ସ୍ବର୍ଗତ ପଟ୍ଟନାୟକଙ୍କ ନାମଫଳକ ଉନ୍ମୋଚନ ହେବା ସହ ପଦକ ପ୍ରଦାନ କରାଯିବ।

Biju Patnaik
ଏହି ଉତ୍ସବରେ ଯୋଗଦେବା ଲାଗି ଋଷ ସରକାରଙ୍କ ତରଫରୁ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ନିମନ୍ତ୍ରଣ କରାଯାଇଛି। ଏହି ଅବସରରେ ସ୍ବର୍ଗତ ପଟ୍ଟନାୟକଙ୍କ ସମେତ ଦ୍ବିତୀୟ ବିଶ୍ବଯୁଦ୍ଧରେ ସାମିଲ ହୋଇଥିବା ଅନ୍ୟ ବ୍ୟକ୍ତିବିଶେଷଙ୍କୁ ମଧ୍ୟ ସମ୍ମାନିତ କରାଯିବ। କାର୍ଯ୍ୟକ୍ରମରେ ଋଷ ରାଷ୍ଟ୍ରଦୂତ ଡେନିସ୍ ଅଲିପୋଭ୍ ଏବଂ ବହୁ ମାନ୍ୟଗଣ୍ୟ ବ୍ୟକ୍ତି ଉପସ୍ଥିତ ରହିବେ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+