ସମ୍ରାଟ ଚୌଧୁରୀ ହେବେ ବିହାରର ନୂଆ ମୁଖ୍ୟମନ୍ତ୍ରୀ, ହେଲେ ବିଧାୟକ ଦଳ ନେତା
ବହୁ ବିଚାର ବିମର୍ଶ ଓ ସମୀକ୍ଷା ପରେ ସମ୍ରାଟ ଚୌଧୁରୀ ହେବେ ବିହାରର ପରବର୍ତ୍ତୀ ମୁଖ୍ୟମନ୍ତ୍ରୀ। ତାଙ୍କ ନାଁ ଉପରେ ବାଜିଛି ମୋହର। ମଙ୍ଗଳବାର ବସିଥିବା ବିଧାୟକ ଦଳ ବୈଠକରେ ସମ୍ରାଟଙ୍କୁ ଗୃହର ନେତା ଭାବେ ଚୟନ କରାଯାଇଛି। ଆସନ୍ତାକାଲି ପୂର୍ବାହ୍ନ ୧୧ଟାରେ ଲୋକଭବନରେ ରାଜ୍ୟର ନୂଆ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ସମ୍ରାଟ ଚୌଧୁରୀ।













Click it and Unblock the Notifications