ହରିୟାଣା-ପଞ୍ଜାବ ସରକାରଙ୍କୁ ସମାଲୋଚନ କଲେ ସୁପ୍ରିମକୋର୍ଟ, ଜାଣନ୍ତୁ କାରଣ...
ବାୟୁ ପ୍ରଦୂଷଣକୁ ରୋକିବା ନେଇ ପୂର୍ବ ନିର୍ଦ୍ଦେଶକୁ ପାଳନ କରି ନ ଥିବାରୁ ହରିୟାଣା ଏବଂ ପଞ୍ଜାବ ସରକାରଙ୍କୁ ସୁପ୍ରିମକୋର୍ଟ ସମାଲୋଚନା କରିଛନ୍ତି । ଜଷ୍ଟିସ୍ ଅଭୟ ଏସ୍ ଓକାଙ୍କ ଅଧ୍ୟକ୍ଷତାରେ ଗଠିତ ଖଣ୍ଡପୀଠ ହରିୟାଣା ଅଧୁକାରୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ବାୟୁ ଗୁଣବତ୍ତା ପରିଚାଳନା ଆୟୋଗକୁ ନିର୍ଦ୍ଦେଶ ଦେଇଛନ୍ତି ।
ନିର୍ଦେଶ ଉଲ୍ଲଙ୍ଘନକାରୀଙ୍କ ବିରୁଦ୍ଧରେ ହରିୟାଣା ସରକାର କୌଣସି ପଦକ୍ଷେପ ନେଇ ନ ଥିବାରୁ ସୁପ୍ରିମକୋର୍ଟ ଏହି ନିର୍ଦ୍ଦେଶ ଦେଇଛନ୍ତି । ଆୟୋଗଙ୍କ ନିୟମାବଳୀର ଉଲ୍ଲଙ୍ଘନକାରୀଙ୍କ ବିରୁଦ୍ଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁ ଖଣ୍ଡପୀଠ ଏକ ସପ୍ତାହ ସମୟ ଧାର୍ଯ୍ୟ କରିଛନ୍ତି ।ସୁପ୍ରିମକୋର୍ଟ ଆସନ୍ତା ୨୩ ତାରିଖରେ ହାଜର ହେବାକୁ ହରିୟାଣା ମୁଖ୍ୟ ଶାସନ ସଚିବଙ୍କୁ ସମନ ଜାରି କରିଛନ୍ତି ।

ସେହିଦିନ ପଞ୍ଜାବର ମୁଖ୍ୟ ଶାସନ ସଚିବଙ୍କୁ କୋର୍ଟରେ ଉପସ୍ଥିତ ରହିବାକୁ ସୁପ୍ରିମକୋର୍ଟ ନିର୍ଦେଶ ଦେଇଛନ୍ତି । ନିର୍ଦ୍ଦେଶାଳବୀ ରଙ୍କୁଘନ ନେଇ ସମ୍ପୃକ୍ତ ଅଧିକାରୀଙ୍କ ବିରୁଦ୍ଧରେ କାହିଁକି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ନ ଯିବ ତାହାର ସ୍ପଷ୍ଟୀକରଣ ଦେବାକୁ କୋର୍ଟ ଉଭୟ ରାଜ୍ୟର ମୁଖ୍ୟ ଶାସନ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।
-
ଇଡି ରେଡ୍ ବେଳେ ମମତା ଧସେଇ ପସିବା ଉପରେ ସୁପ୍ରିମ କୋର୍ଟଙ୍କ ବଡ଼ ବୟାନ, କହିଲେ ଏହା....... -
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ସୁପ୍ରିମକୋର୍ଟରେ ଦାରା ସିଂ ମାମଲାର ଶୁଣାଣି, ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଲେ AG ପୀତାମ୍ବର ଆଚାର୍ଯ୍ୟ -
ସଂସଦୀୟ କମିଟି କଲା ସୁପାରିଶ , ଇପିଏଫଓ ପେନସନ ପରିମାଣ ତିନି ଗୁଣ ବୃଦ୍ଧି କରିବାକୁ ଯାଉଛନ୍ତି ସରକାର -
କ୍ରସ ଭୋଟିଂ କରିଥିଲେ, ଏବେ ବଢ଼ିଲା ଅଡ଼ୁଆ, 3 ବିଧାୟକଙ୍କ ସଭ୍ୟପଦ ରଦ୍ଦ ପାଇଁ ବାଚସ୍ପତିଙ୍କ ନିକଟରେ କଂଗ୍ରେସର ଆବେଦନ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ମୁନ୍ଦ୍ରା ପୋର୍ଟରେ ପହଞ୍ଚିଲା 'ଜଗ ଲାଡକୀ' ଇରାନ-ଇସ୍ରାଏଲ ମଧ୍ୟରେ ମିସାଇଲ ମାଡ଼ ଓ ଉତ୍ତେଜନା ଭିତରୁ ୮୦, ୮୦୦ ଟନ..... -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
ବିଧାନସଭାରେ ଆମ ସଂଖ୍ୟା ୯୩;ସନ୍ତୋଷ ଖଟୁଆ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯଦି ଶାସନ ପରିବର୍ତ୍ତନ ଲକ୍ଷ୍ୟ ନୁହେଁ, ତେବେ ଉତ୍ତର କୋରିଆରେ କାହିଁକି ହୁଏ ନିର୍ବାଚନ ? ଜାଣନ୍ତୁ...












Click it and Unblock the Notifications