ବିହାର ଦ୍ୱିତୀୟ ପର୍ଯ୍ୟାୟ ବିଧାନସଭା ନିର୍ବାଚନ ପାଇଁ ଶେଷ ହେଲା ପ୍ରାର୍ଥୀପତ୍ର ଯାଞ୍ଚ ପ୍ରକ୍ରିୟା

ବିହାର ବିଧାନସଭାର ଦ୍ୱିତୀୟ ତଥା ଅନ୍ତିମ ପର୍ଯ୍ୟାୟ ନିର୍ବାଚନ ପାଇଁନାମାଙ୍କନପତ୍ର ଯାଞ୍ଚ ପ୍ରକ୍ରିୟା ଆଜି ଶେଷ ହୋଇଛି । ଆସନ୍ତା ୨୩ ତାରିଖ ନାମାଙ୍କନପତ୍ର ପ୍ରତ୍ୟାହାରର ଶେଷ ଦିବସ ରହିଛି । ଆସନ୍ତା ମାସ ୧୧ ତାରିଖରେ ଏହି ପର୍ଯ୍ୟାୟରେ ୧୨୨ଟି ଆସନ ପାଇଁ ମତଗ୍ରହଣ କରାଯିବ ।

ECI

ଯାଞ୍ଚ୍‍ ସମୟରେ ପୂର୍ବ ଚମ୍ପାରନ୍‍ ଜିଲ୍ଲାର ସୁଗୌରୀ ବିଧାନସଭା ନିର୍ବାଚନ ମଣ୍ଡଳୀ ପାଇଁ ନିମାଙ୍କନପତ୍ର ଦାଖଲ କରିଥିବା ବିକାଶଶୀଳ ଇନ୍‍ସାନ୍‍ ପାର୍ଟିର ପ୍ରାର୍ଥୀଙ୍କ ପ୍ରାର୍ଥୀପତ୍ର ଖାରଜ ହୋଇଯାଇଛି । ଆବଶ୍ୟକ ସଂଖ୍ୟକ ପ୍ରସ୍ତାବକ ନଥିବାରୁ ତାଙ୍କର ନାମାଙ୍କନପତ୍ର ଖାରଜ ହୋଇଥିବା ଜଣାପଡ଼ିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+