ଜାମ୍ମୁ କାଶ୍ମୀରରେ ସୁରକ୍ଷାକର୍ମୀଙ୍କୁ ବଡ଼ ସଫଳତା, ୨ ଜୈଶ୍ ଆତଙ୍କବାଦୀ ନିହତ
ଜମ୍ମୁ କାଶ୍ମୀରରେ ସୁରକ୍ଷା ବାହିନୀକୁ ଏକ ବଡ଼ ସଫଳତା ମିଳିଛି। ଉଧମପୁରରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ଜୈଶ୍ ଆତଙ୍କବାଦୀ ନିହତ ହୋଇଥିବା ସୂଚନା ମିଳିଛି। ନିହତଙ୍କ ମଧ୍ୟରେ ଜୈସ୍ କମାଣ୍ଡର ଥିବା ଜଣାପଡିଛି। ଗତକାଲିଠାରୁ ସେନା ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଏନକାଉଣ୍ଟର ଚାଲିଛି। ଜମ୍ମୁ କାଶ୍ମୀର ପୁଲିସର ରିପୋର୍ଟ ଅନୁଯାୟୀ ଉଧମପୁରର ବନସନ୍ତଗଡ଼ ଅଞ୍ଚଳରେ ଜମ୍ମୁ କାଶ୍ମୀର ପୁଲିସ, ଭାରତୀୟ ସେନା ଏବଂ ସିଆରପିଏଫ ଙ୍କ ମିଳିତ ଏନକାଉଣ୍ଟରରେ ଦୁଇ ଜଣ ଆତଙ୍କବାଦୀ ମୃତ୍ୟୁବରଣ କରିଛନ୍ତି। ବର୍ତ୍ତମାନ୍ ପର୍ଯ୍ୟନ୍ତ ଘଟଣାରେ ସର୍ଚ୍ଚ ଅପରେସନ୍ ଜାରି ରହିଛି।

More From
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
VerSe Innovation ର ନୂତନ ପଦକ୍ଷେପ: ପି.ଆର୍. ରମେଶ ସ୍ୱତନ୍ତ୍ର ନିର୍ଦ୍ଦେଶକ ଓ ଅଡିଟ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ -
VerSe Innovation ର ନୂତନ ପଦକ୍ଷେପ: ପି.ଆର୍. ରମେଶ ସ୍ୱତନ୍ତ୍ର ନିର୍ଦ୍ଦେଶକ ଓ ଅଡିଟ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ -
ଅଯୋଧ୍ୟାରେ ଗୌତମ ଆଦାନୀଙ୍କ ଭକ୍ତି ଯାତ୍ରା, ଭାରତର ପରମ୍ପରାକୁ ଦେଲେ ନୂଆ ଗୌରବ -
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ




Click it and Unblock the Notifications