ଆଇଇଡି ବୋମା ନିଷ୍କ୍ରିୟ କଲେ ଯବାନ

ଛତିଶଗଡ଼ର ଅବୁଝମାଡ଼ ଜଙ୍ଗଲରୁ ମିଳିଥିବା ୧୦ ଆଇଇଡି ବୋମାକୁ ନିଷ୍କ୍ରିୟ କରିଦିଆଯାଇଛି। ସ୍ଵତନ୍ତ୍ର ବୋମା ନିଷ୍କ୍ରିୟକାରୀ ଦଳ ଏସବୁକୁ ନିଷ୍କ୍ରିୟ କରିଥିବା ସୂଚନା ମିଳିଛି। ସୁନ୍ଦରଗଡ଼ର ବାଙ୍କୋ ଖଣି ଅଞ୍ଚଳରୁ ମାଓବାଦୀମାନେ ୪ ଟନ ଓଜର ବିସ୍ଫୋରକ ଲୁଟି ନେବା ପରେ ଓଡ଼ିଶା, ପଶ୍ଚିମବଙ୍ଗ, ଝାଡ଼ଖଣ୍ଡ ଏବଂ ଛତିଶଗଡ଼ ସୀମାନ୍ତ ଜଙ୍ଗଲରେ ପୁଲିସ ଏବଂ ଯବାନଙ୍କ ପକ୍ଷରୁ ମିଳିତ ଭାବେ ଜୋରଦାର ସର୍ଚ୍ଚ ଅପରେସନ କରାଯାଉଛି।

Security forces defuse 10 IEDs planted by Naxals in Chhattisgarh s Narayanpur

ଏହି ସମୟରେ ଅବୁଝମାଡ଼ ଜଙ୍ଗଲରୁ ୧୦ ଆଇଇଡି ବୋମା ମିଳିଥିଲା। ଯବାନମାନଙ୍କୁ ଟାର୍ଗେଟ କରି ମାଓବାଦୀମାନେ ଏସବୁ ବୋମା ଖଞ୍ଜିଥିଲେ। ବୋମାଗୁଡ଼ିକୁ ଠାବ କରାଯିବା ପରେ ବଡ଼ ଧରଣର ଅଘଟଣ ଟଳିଯାଇଥିବା କୁହାଯାଉଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+