ଝାଡ଼ଖଣ୍ଡ ସରଣ୍ଡା ଜଙ୍ଗଲରେ ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ
ସରଣ୍ଡା ଜଙ୍ଗଲରେ ପୁଣି ପୁଲିସ-ମାଓବାଦୀ ମୁହାଁମୁହିଁ। ସୁନ୍ଦରଗଡ଼ ଜିଲ୍ଲା ସୀମାନ୍ତ ସରଣ୍ଡା ଜଙ୍ଗଲରେ ସୁରକ୍ଷାବଳ ଓ ମାଓବାଦୀଙ୍କ ମଧ୍ୟରେ ଘମାଘୋଟ ଗୁଳି ବିନିମୟ ହୋଇଛି । ସ୍ଥାନୀୟ ଗ୍ରାମବାସୀଙ୍କ କହିବା ଅନୁଯାୟୀ, ସରଣ୍ଡା ଜଙ୍ଗଲର କୁମଡ଼ିହ ଓ କୋଲବୋଙ୍ଗା ଅଞ୍ଚଳରେ ମାଓବାଦୀଙ୍କ ଏକ ଦଳ ଥିବା ସୂଚନା ପାଇ ଯବାନ ମାନେ ଆଜି ସକାଳେ ସେମାନଙ୍କୁ ଘେରି ଯାଇଥିଲେ ।
ପରେ ଉଭୟ ପକ୍ଷରୁ ଗୁଳିବର୍ଷା ଆରମ୍ଭ ହୋଇଥିଲା। ଜଙ୍ଗଲ ଭିତରୁ ଲଗାତାର ଗୁଳିଗୋଳା ଶବ୍ଦ ଶୁଣି ନିକଟସ୍ଥ ଗାଁ ଗୁଡ଼ିକରେ ଭୟର ବାତାବରଣ ସୃଷ୍ଟି ହୋଇଛି । ଦିନକ ତଳେ ସିଆର୍ପିଏଫ୍ ଡିଜିଚାଇଁବସା ଗସ୍ତରେ ଆସି ନକ୍ସଲ ବିରୋଧୀ ଅଭିଯାନକୁ ଆହୁରି ତୀବ୍ର କରିବାକୁ ସୁରକ୍ଷାବଳଙ୍କୁ ନିର୍ଦ୍ଦେଶ ଦେଇଥିଲେ।ଏହାର ୨୪ ଘଣ୍ଟା ମଧ୍ୟରେ ସରଣ୍ଡା ଜଙ୍ଗଲରୁ ଏଭଳି ଗୁଳି ବିନିମୟ ଖବର ଆସିବାରୁ ଅଞ୍ଚଳରେ ଚର୍ଚ୍ଚା ବଢ଼ିଯାଇଛି ।

More From
-
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ଭିତରେ ଭାରତ ପାଇଁ ବଡ଼ ଆଶ୍ୱସ୍ତି, କେବଳ ଏହି ସବୁ ଦେଶ ପାଇଁ ବନ୍ଦ ରହିବ ହର୍ମୁଜ ଜଳପଥ -
ପାଇଲ୍ସ ସର୍ଜରୀ ପରେ ମିଳିଲାନି ଛୁଟି: ବରିଷ୍ଠ ଅଧିକାରୀଙ୍କ ଆଗରେ ପ୍ୟାଣ୍ଟ ଖୋଲିଦେଲେ ଲୋକୋ ପାଇଲଟ -
ସୁଖୋଇ- 30MKI ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ଗତକାଲି ଆସାମ ଆକାଶ ରାଡାରରୁ ନିଖୋଜ ହୋଇଯାଇଥିଲା ବିମାନ -
ନୀତୀଶଙ୍କ ରାଜ୍ୟସଭା ପ୍ରାର୍ଥୀତ୍ୱକୁ ବିରୋଧ କରି JDU ନେତାଙ୍କ ଆମରଣ ଅନଶନ -
ସାବଧାନ ! ବିନା ଟିକେଟରେ କରୁଛନ୍ତି ଟ୍ରେନ ଯାତ୍ରା, ହୋଇପାରେ ୬ ମାସ ଜେଲ -
AAHAR 2026 - International Food & Hospitality Fair ଏସିଆର ଅଗ୍ରଣୀ ଗ୍ଲୋବାଲ୍ ବ୍ୟବସାୟ ମଞ୍ଚ -
ଖାଦ୍ୟ ଓ ଆତିଥ୍ୟ ଖେତ୍ରରେ ବଡ଼ ମଞ୍ଚ: AAHAR 2026 - International Food & Hospitality Fair -
ହେଲିକପ୍ଟର ବାହାରିଲା ଧୂଆଁ, ଭର୍ତ୍ତିଲକ୍ଷ୍ନୌ ବିମାନବନ୍ଦରରେ ଜରୁରୀକାଳୀନ ଅବତରଣ କଲେ କେଶବ ପ୍ରସାଦ ମୌର୍ଯ୍ୟଙ୍କ -
ଏବେ ବି ନମ୍ବର-୧ କୋଟିପତି ମୁକେଶ -
TRP ବନ୍ଦ ପାଇଁ ବାର୍କକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର -
ସିକ୍ରେଟ୍ ରହିବ ଭାରତ-ରୁଷ ଡିଲ୍, ବାଣିଜ୍ୟିକ ଦସ୍ତାବିଜ୍ ଆଉ ପ୍ରଘଟ କରାଯିବ ନାହିଁ -
ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ ମହଙ୍ଗା ହେଲା ଗ୍ୟାସ୍ ସିଲିଣ୍ଡର, ଘରୋଇ LPG ଗ୍ୟାସ୍ ସିଲିଣ୍ଡର ଦର ୬୦ ଟଙ୍କା ବଢ଼ିଲା












Click it and Unblock the Notifications