ନିବେଶକଙ୍କୁ ଖୁସି କରାଇଲା ସେନସେକ୍ସ-ନିଫ୍ଟି

ଭାରତୀୟ ସେୟାଜ୍‌ ବଜାର ପାଇଁ ମଙ୍ଗଳବାର ବି ଶୁଭ ସାବ୍ୟସ୍ତ ହୋଇଛି। କାରଣ ଭାରତର ଷ୍ଟକ୍‌ ମାର୍କେଟ ଆଜି ଗ୍ରୀନ୍ ସିଗନାଲରୁ ଆରମ୍ଭ ହୋଇଥିଲା। ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ୩୦ ସେୟାର୍‌ଯୁକ୍ତ ସେନ୍‌ସେକ୍ସ (ବିଏସ୍‌ଇ ସେନ୍‌ସେକ୍ସ) ଖୋଲିବାର ପରେ ପରେ ହିଁ ତୋଫାନ ବେଗରେ ବୃଦ୍ଧି ପାଇଁ ୪୦୦ ପଏଣ୍ଟ୍‌ ପାର୍‌ କରିଥିଲା ସେହିପରି ନେସନାଲ ଷ୍ଟକ୍‌ ଏକ୍ସଚେଞ୍ଜ୍‌ର ନିଫ୍‌ଟି (ଏନ୍‌ଏସ୍‌ଇ ନିଫ୍‌ଟି) ବି ୧୨୦ ପଏଣ୍ଟ୍‌ର ବୃଦ୍ଧିକୁ ନେଇ କାରବାର ଆରମ୍ଭ କରିଛି।

Sensex up

ମଙ୍ଗଳବାର ଦିନ ଷ୍ଟକ୍ ବଜାରରେ କାରବାର ଆରମ୍ଭ ହେବା ମାତ୍ରେ, ବିଏସ୍‌ଇ ସେନସେକ୍ସ ଏହାର ପୂର୍ବ ବନ୍ଦ ୮୦,୨୧୮.୩୭ ତୁଳନାରେ ୮୦,୩୯୬.୯୨ ସ୍ତରରେ ଖୋଲିଥିଲା। ଏହାର କିଛି ସମୟ ପରେ ହିଁ ୪୫୦ ପଏଣ୍ଟ୍‌ ବୃଦ୍ଧି ପାଇ ୮୦, ୬୬୧.୩୧ରେ ଟ୍ରେଡ୍‌ କରିବାର ନଜର ଆସିଥିଲା। ସେନସେକ୍ସ ପରି ଏନ୍‌ଏସ୍‌ଇ ନିଫ୍ଟି ମଧ୍ୟ ଗ୍ରୀନ୍ ଜୋନରେ ୨୪,୩୭୦.୭୦ରେ ଖୋଲିଥିଲା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+