ତାମିଲନାଡୁରେ ସିରିଜ୍ ଦୁର୍ଘଟଣା, ଗୋଟିଏ ପରିବାରର ୫ ମୃତ

ତାମିଲନାଡୁରେ ସିରିଜ୍ ଦୁର୍ଘଟଣା, ଗୋଟିଏ ପରିବାରର ୫ ମୃତ

ଚେନ୍ନାଇ: ତାମିଲନାଡୁରେ ଭୟଙ୍କର ସଡକ ଦୁର୍ଘଟଣା । ଏକା ସମୟରେ ପରସ୍ପର ସହ ଧକ୍କା ହେଲା ୬ଟି ଗାଡ଼ି । ଦୁର୍ଘଟଣାରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ । ଆଜି ସକାଳ ଭୋର ସମୟରେ ତାମିଲନାଡୁ କୁଡ୍ଡାଲୋର ଜିଲ୍ଲାର ୱେୟପୁର ନିକଟରେ ଏହି ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ।

ପୋଲିସର ସୂଚନା ଅନୁସାରେ, ଆଜି ଭୋର ସମୟରେ ଚିତ୍ରା-ଚେନ୍ନାଇ ଜାତୀୟ ରାଜପଥରେ ସିରିଜ୍ ଦୁର୍ଘଟଣା ଘଟିଥିଲା ଯେଉଁଥିରେ ଦୁଇଟି ଟ୍ରକ୍, ଦଇଟି ବସ୍ ଏବଂ ଦୁଇଟି କାର୍ ମଧ୍ୟରେ ଧକ୍କା ହୋଇଥିଲା । ଘଟଣା ସ୍ଥଳରେ ଗୋଟିଏ ପରିବାରର ୫ ଜଣଙ୍କର ମୃତ୍ୟୁ ହୋଇଛି । ମୃତଙ୍କ ମଧ୍ୟରେ ଗାଡି ଚାଳକଙ୍କ ସମେତ ୨ ଜଣ ମହିଳା, ୨ ଜଣ ଶିଶୁ ରହିଛନ୍ତି । ମୃତକଙ୍କ ପରିଚୟ ଏ ପର୍ଯ୍ୟନ୍ତ ମିଳିପାରି ନାହିଁ ।

Series accidents

ପୋଲିସ ଘଟଣା ସ୍ଥଳରେ ପହଁଚି ଯାଞ୍ଚ ଆରମ୍ଭ କରିଛି । ୫ ଜଣଙ୍କ ମୃତ ଦେହ ଉଦ୍ଧାର କରି ପୋଷ୍ଟମର୍ଟମ ପାଇଁ ଡାକ୍ତରଖାନାକୁ ପଠାଯାଇଛି । ଦୁର୍ଘଟଣା ପରେ ଜାତୀୟ ରାଜ ପଥରେ ଟ୍ରାଫିକ୍ ସମସ୍ୟା ଦେଖିବା ପାଇଁ ମିଳିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+