ଭୟଙ୍କର ସଡ଼କ ଦୁର୍ଘଟଣା; ବସ ଓଲଟିବାରୁ ୧୦ ଯାତ୍ରୀ ମୃତ, ୩୦ରୁ ଅଧିକ ଆହତ
ମହାରାଷ୍ଟ୍ରରେ ଏକ ବଡ଼ଧରଣର ସଡ଼କ ଦୁର୍ଘଟଣା ଘଟିଛି। ବସ୍ ଓଲଟି ପଡ଼ିବାରୁ ୧୦ ଜଣ ଯାତ୍ରୀଙ୍କର ମୃତ୍ୟୁ ହୋଇ ଥିବାବେଳେ ୩୦ରୁ ଅଧିକ ଆହତ ହୋଇଛନ୍ତି।

ସୂଚନା ଅନୁସାରେ, ଏକ ସରକାରୀ ବସ୍ ପାଖାପାଖି ୫୦ ଜଣ ଯାତ୍ରୀଙ୍କୁ ନେଇ ଯାଉଥିଲା। ଏହି ସମୟରେ ଗୋନ୍ଦିଆ ଜିଲ୍ଲୀ ବିନ୍ଦ୍ରବାନ ତୋଲା ନିକଟରେ ହଠାତ୍ ବସଟି ଓଲଟି ପଡ଼ିଥିଲା। ଫଳରେ ଘଟଣାସ୍ଥଳରେ ହିଁ ୧୦ ଜଣ ଯାତ୍ରୀଙ୍କର ମୃତ୍ୟୁ ଘଟିଛି।
ଏଥିସହ ୩୦ରୁ ଅଧିକ ଯାତ୍ରୀ ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରାଯାଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ବସ୍ ଡ୍ରାଇଭର ଭାରସାମ୍ୟ












Click it and Unblock the Notifications