Get Updates
Get notified of breaking news, exclusive insights, and must-see stories!

ଡିଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଠକେଇ,ସୁପ୍ରିମକୋର୍ଟଙ୍କ କଠୋର ଆଭିମୁଖ୍ୟ,

ଜିଟାଲ୍ ଆରେଷ୍ଟ୍ ସ୍କାମରେ ୩୦୦୦ କୋଟି ଟଙ୍କା ଆଦାୟ । କେବଳ ଭାରତରେ ଡିଜିଟାଲ ଆରେଷ୍ଟ କରି ପ୍ରାୟ ୩ ହଜାର କୋଟି ଟଙ୍କା ଲୁଟ୍ କରିଛନ୍ତି ସାଇବର ଲୁଟେରା । ଏହା ଅତ୍ୟନ୍ତ ଆଶ୍ଚର୍ଯ୍ୟଜନକ । ଡିଜିଟାଲ୍ ଆରେଷ୍ଟ୍ ସ୍କାମ୍ ଉପରେ ନିଜ ଆଡୁ ହୋଇଥିବା ମାମଲା ଉପରେ ଏପରି କହିଛନ୍ତି ସୁପ୍ରିମକୋର୍ଟଙ୍କ ବିଚାରପତି ଜଷ୍ଟିସ୍ ସୂର୍ଯ୍ୟକାନ୍ତ ।

cyber fruad

ଏହା ସହ ଆଗକୁ କହିଛନ୍ତି ଯଦି ଆମେ ବର୍ତ୍ତମାନ ଏହାକୁ ଅଣଦେଖା କରିବା ଏବଂ କଠୋର ତଥା କଡ଼ା ନିର୍ଦ୍ଦେଶ ଦେଇପାରିବା ନାହିଁ ତେବେ ସମସ୍ୟା ବଢିଯିବ । ଗତ ୨୭ ତାରିଖରେ ସବୁ ଡିଜିଟାଲ ଆରେଷ୍ଟ ମାମଲାର ତଦନ୍ତ ଭାର ସିବିଆଇକୁ ଦେବା ପାଇଁ ପ୍ରସ୍ତାବ ଦେଇଥିଲେ ସୁପ୍ରିମକୋର୍ଟ । ଏହାସହ ସମସ୍ତ ରାଜ୍ୟ ଏବଂ କେନ୍ଦ୍ର ଶାସିତ ଅଞ୍ଚଳକୁ ନୋଟିସ୍ ଜାରି କରିଥିଲେ । ରାଜ୍ୟଗୁଡିରେ ଡିଜିଟାଲ ଆରେଷ୍ଟ ନେଇ ଥିବା FIRର ତଥ୍ୟ ମାଗିଥିଲେ ସୁପ୍ରିମକୋର୍ଟ ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+