Get Updates
Get notified of breaking news, exclusive insights, and must-see stories!

ଆଇସିୟୁରେ ବରିଷ୍ଠ ସିପିଆଇଏମ୍ ନେତା ସୀତାରାମ ୟେଚୁରୀ

ନୂଆଦିଲ୍ଲୀ : ମାର୍କ୍ସବାଦୀ କମ୍ୟୁନିଷ୍ଟ ପାର୍ଟିର ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀଙ୍କ ଅବସ୍ଥା ଗୁରୁତର ରହିଛି। ତାଙ୍କୁ କିଛି ଦିନ ପୂର୍ବରୁ ଦିଲ୍ଲୀର ଏମ୍ସରେ ଭର୍ତ୍ତି କରାଯାଇଥିଲା। ଗତ କିଛି ଦିନ ପୂର୍ବରୁ ତାଙ୍କୁ ଏମ୍ସ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ନିଶ୍ବାସ ନେବାରେ ସମସ୍ୟା ହେବା କାରଣରୁ ତାଙ୍କୁ ଆଇସିୟୁକୁ ସ୍ଥାନାନ୍ତର କରାଯାଇଥିଲା । ଡାକ୍ତରଙ୍କ ଏକ ଟିମ ତାଙ୍କ ସ୍ବାସ୍ଥ୍ୟ ଉପରେ ନଜର ରଖିଛନ୍ତି।

ଭାରତୀୟ କମ୍ୟୁନିଷ୍ଟ ପାର୍ଟି ପକ୍ଷରୁ ଜାରି କରାଯାଇଥିବା ବୟାନରେ କୁହାଯାଇଛି ଯେ, 72 ବର୍ଷୀୟ ସିପିଆଇଏମ ମହାସଚିବ ସୀତାରାମ ୟେଚୁରୀଙ୍କ ଶ୍ବାସନଳୀରେ ସଂକ୍ରମଣ ହୋଇଛି । ଏନେଇ ହସ୍ପିଟାଲରେ ତାଙ୍କର ଚିକିତ୍ସା ଜାରି ରହିଛି । କିନ୍ତୁ ଅବସ୍ଥା ସୁଧୁରିବା ବଦଳରେ ବିଗିଡିବାରେ ଲାଗିଛି ।

Sitaram Yechury

ତେବେ ଆଜି ତାଙ୍କ ଅବସ୍ଥା ଗୁରୁତର ରହିଥିବା ନେଇ ସୂଚନା ଦିଆଯାଇଛି । ଅଗଷ୍ଟ 19 ତାରିଖରେ ତାଙ୍କ ଛାତିରେ ସଂକ୍ରମଣ କାରଣରୁ ତାଙ୍କୁ ଏମ୍ସରେ ଭର୍ତ୍ତି କରାଯାଇଥିଲା । ପ୍ରକାଶଥାଉକି, ନିକଟରେ ସେ ମୋତିଆବିନ୍ଦୁ ଅସ୍ତ୍ରପୋଚାର କରିଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+