Get Updates
Get notified of breaking news, exclusive insights, and must-see stories!

ଦୀକୁ ଖସିଲା ବସ୍‌: ୬ ଜଣ ଗୁରୁତର , ଉଦ୍ଧାର କାର୍ଯ୍ୟ ଜାରି

ମଧ୍ୟପ୍ରଦେଶର ବିଦିଶା ଜିଲ୍ଲାରେ ଭୟଙ୍କର ସଡକ ଦୁର୍ଘଟଣା। ଜୋହର ଗାଁ ନିକଟରେ ଏକ ସ୍କୁଲ ବସ୍ ନଦୀକୁ ଖସିପଡ଼ିଲା। ବସ୍ ନଦୀକୁ ଖସିପଡ଼ିବାରୁ ଅନେକ ପିଲା ଆହତ ହୋଇଥିଲେ। ସେଠି ମଧ୍ୟରୁ ୬ ଜଣ ଗୁରୁତର ଥିବା ଜଣାପଡିଛି। ସୂଚନା ଅନୁସାରେ, ଘଟଣାଟି ସକାଳ ପ୍ରାୟ ୧୧ଟା ବେଳେ ଘଟିଥିବା କୁହାଯାଉଛି।

road accident

୨୫ ଜଣ ପିଲାଙ୍କୁ ନେଇ ଯାଉଥିବା ଏକ ବସ୍ ଜାହୋଦ ନଦୀକୁ ଖସିପଡ଼ିଥିଲା। ଘଟଣା ପରେ ପ୍ରାୟ ୧.୩୦ ସମୟରେ ୬ ଜଣ ପିଲାଙ୍କୁ ଗୁରୁତର ଅବସ୍ଥାରେ ମେଡିକାଲ କଲେଜକୁ ନିଆଯାଇଥିଲା। ଭର୍ତ୍ତି ହୋଇଥିବା ୬ ଜଣ ପିଲାଙ୍କ ମଧ୍ୟରୁ ୨ ଜଣଙ୍କ ମୁଣ୍ଡରେ ଗୁରୁତର ଆଘାତ ଲାଗିଛି ଏବଂ ସେମାନଙ୍କର ଚିକିତ୍ସା ଚାଲିଛି। ବାକି ପିଲାମାନେ ପ୍ରାୟ ସୁସ୍ଥ ଅଛନ୍ତି। ଘଟଣା ସମ୍ପର୍କରେ ସୂଚନା ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+