୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସାମାଜିକ ଗଣମାଧ୍ୟମ ମନା
କର୍ଣ୍ଣାଟକ ସରକାର ୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସାମାଜିକ ଗଣମାଧ୍ୟମ ବ୍ୟବହାର ଉପରେ ପ୍ରତିବନ୍ଧ ଲଗାଇବାକୁ ଯାଉଛନ୍ତି । ଛୋଟ ପିଲାଙ୍କ ମଧ୍ୟରେ ସ୍ମାର୍ଟଫୋନ ବ୍ୟବହାର ବୃଦ୍ଧି,ଅନଲାଇନ ନିରାପତ୍ତା ଓ ଅଧିକ ସମୟ ଫୋନରେ ସମୟ ଦେବା ଉପରେ ରାଜ୍ୟ ସରକାର ଚିନ୍ତା ପ୍ରକଟ କରିଛନ୍ତି । କର୍ଣ୍ଣାଟକ ମୁଖ୍ୟମନ୍ତ୍ରୀ ସିଦ୍ଦରମୈୟା ୨୦୨୬-୨୭ ରାଜ୍ୟ ବଜେଟ୍ ଉପସ୍ଥାପନ କରିବା ଅବସରରେ ଶୁକ୍ରବାର ଏହି ଘୋଷଣା କରିଛନ୍ତି ।

କର୍ଣ୍ଣାଟକ ସରକାର ଏପରି ପଦକ୍ଷେପ ନେବାରେ ପ୍ରଥମ ରାଜ୍ୟ ହେବ । ଏହାପୂର୍ବରୁ ଆନ୍ଧ୍ର ପ୍ରଦେଶ ଓ ଗୋଆ ସରକାର ମଧ୍ୟ ଛୋଟ ପିଲାଙ୍କ ସାମାଜିକ ଗଣମାଧ୍ୟମ ବ୍ୟବହାର ଉପରେ କଟକଣା ଲଗାଇବା ଉପରେ ଚିନ୍ତା କରୁଥିଲେ । କର୍ଣ୍ଣାଟକ ସରକାର ଏନେଇ ଅନେକ ଦିନ ହେଲା ଚିନ୍ତା କରି ଆସୁଥିଲେ। ରାଜ୍ୟ ଆଇଟି ଓ ବାୟୋଟେକ୍ନଲୋଜି ମନ୍ତ୍ରୀ ପ୍ରିୟଙ୍କ ଖଡ଼ଗେ ପୂର୍ବରୁ ମଧ୍ୟ ଏ ସମ୍ପର୍କରେ ଘୋଷଣା କରିଥିଲେ ।
More From
-
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ସୁଖୋଇ- 30MKI ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ଗତକାଲି ଆସାମ ଆକାଶ ରାଡାରରୁ ନିଖୋଜ ହୋଇଯାଇଥିଲା ବିମାନ -
ମଧ୍ୟପ୍ରାଚ୍ୟ ମହାଯୁଦ୍ଧ ଭିତରେ ଭାରତ ପାଇଁ ବଡ଼ ଆଶ୍ୱସ୍ତି, କେବଳ ଏହି ସବୁ ଦେଶ ପାଇଁ ବନ୍ଦ ରହିବ ହର୍ମୁଜ ଜଳପଥ -
ଦିଲ୍ଲୀ ଯିବେ ନୀତିଶ କୁମାର, କିଏ ହେବ ବିହାର ମୁଖ୍ୟମନ୍ତ୍ରୀ, ଏହି ସବୁ ନାଁ ନେଇ ଚର୍ଚ୍ଚା -
ଆଜି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଉପସ୍ଥିତ ରହିବେ ଗୃହମନ୍ତ୍ରୀ ଅମିତ ଶାହ ! -
ରାଜ୍ୟସଭା ସଦସ୍ୟ ହେବାକୁ ନେଇ ବିହାର ମୁଖ୍ୟମନ୍ତ୍ରୀ ନିତିଶ କୁମାରଙ୍କ ଇଚ୍ଛା, X'ରେ ଦେଲେ ସୂଚନା -
ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କଲେ ନୀତିଶ କୁମାରଙ୍କ ,ଉପସ୍ଥିତ ଥିଲେ ଗୃହମନ୍ତ୍ରୀ ଅମିତ ଶାହ -
ଯୁଦ୍ଧରେ ଦୋହଲି ଯାଇଛି ଭାରତୀୟ ସେୟାର ବଜାର, ନିବେଶକ ହରାଇଲେ ୯ ଲକ୍ଷ କୋଟି ଟଙ୍କା -
ମଧ୍ୟପ୍ରାଚ୍ୟରେ ଭୟଙ୍କର ଯୁଦ୍ଧ : ଭାରତୀୟଙ୍କ ପାଇଁ କଣ୍ଟ୍ରୋଲ ରୁମ୍ ସ୍ଥାପନ କଲେ କେନ୍ଦ୍ର ସରକାର , ଜାରି ହେଲା ହେଲ୍ପଲାଇ -
ହୋଲିରେ ଦେଶବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ରାଷ୍ଟ୍ରପତି ଓ ପ୍ରଧାନମନ୍ତ୍ରୀ











Click it and Unblock the Notifications