ଶ୍ରୀମନ୍ଦିର ନୀତିକାନ୍ତିରେ ବି କୌଣସି ପରିବର୍ତ୍ତନ ହେବନି କହିଲା ପ୍ରଶାସନ
ଆସନ୍ତାକାଲି ସଂଘଠିତ ହେବ ବର୍ଷର ପ୍ରଥମ ଆଂଶିକ ସୂର୍ଯ୍ୟ ପରାଗ । ହେଲେ ଶ୍ରୀମନ୍ଦିର ନୀତିକାନ୍ତିରେ ବି କୌଣସି ପରିବର୍ତ୍ତନ ହେବନି କହିଲା ପ୍ରଶାସନ । ଭାରତୀୟ ସମୟ ଦିନ ୨ଟା ୨୦ରୁ ଆରମ୍ଭ ହେବ ଆଂଶିକ ସୂର୍ଯ୍ୟ ପରାଗ ଦେଖାଯିବ । ତେବେ ଭାରତ ଉପରେ ପ୍ରଭାବ ନହିଁ
ଉତ୍ତର ଆମେରିକା, ଗ୍ରୀନଲ୍ୟାଣ୍ଡ, ଉତ୍ତରପଶ୍ଚିମ ରୁଷିଆରେ ଦୃଶ୍ୟମାନ ହେବ । ଅପରାହ୍ନ ୪ଟା ୧୭ ମିନିଟରେ ସର୍ବାଧିକ ୯୦ ପ୍ରତିଶତ ହେବ । ଏହି ଆଂଶିକ ସୂର୍ଯ୍ୟ ପରାଗ ଭାରତରୁ ଦୃଶ୍ୟମାନ ହେବ ନାହିଁ ।













Click it and Unblock the Notifications