ପଶ୍ଚିମବଙ୍ଗରୁ ଜବତ ହେଲା ବ୍ୟାପକ ନକଲୀ ଔଷଧ
ପଶ୍ଚିମବଙ୍ଗରେ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ୬ କୋଟି ୬୦ ଲକ୍ଷ ଟଙ୍କାର ନକଲୀ ଔଷଧ କୋଲକାତାରୁ ଜବତ କରାଯାଇଛି । କେନ୍ଦ୍ରୀୟ ଡ୍ରଗ୍ସ ନିୟନ୍ତ୍ରଣ ସଂଗଠନ ଓ ଡ୍ରଗ୍ସ ନିୟନ୍ତ୍ରଣ ନିର୍ଦ୍ଦେଶାଳୟ ପକ୍ଷରୁ କୋଲ୍କାତାରେ ମିଳିତ ଚଢ଼ାଉ କରାଯାଇ ବିପୁଳ ପରିମାଣର ନକଲୀଔଷଧ ଜବତ କରାଯାଇଛି ।

କ୍ୟାନସର, ମଧୁମେହ ଓ ଅନ୍ୟାନ୍ୟ ବ୍ୟୟବହୁଳ ରୋଗଗୁଡ଼ିକର ଚିକିତ୍ସା ପାଇଁ ବ୍ୟବହୃତ ଔଷଧକୁ ନକଲୀ କରାଯାଇ ବଜାରେ ବିକ୍ରି କରାଯାଉଥିଲା । ଏହି ଔଷଧ ଗୁଡ଼ିକରେ ତୁର୍କୀ, ଅ।ମେରିକା ଓ ଆର୍ୟାଲ୍ୟାଣ୍ଡ ଦେଶ ଗୁଡ଼ିକରେ ଥିବା ଔଷଧ କମ୍ପାନୀଗୁଡ଼ିକର ଲୋଗୋ ବ୍ୟବହାର କରାଯାଇଥିଲା । ତଦନ୍ତକାରୀ ଦଳ ପକ୍ଷରୁ ଔଷଧ ଗୁଡ଼ିକର ନମୁନାଗୁଡ଼ିକ ପରୀକ୍ଷା କରାଯିବ ।
More From
-
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ମଧ୍ୟପ୍ରାଚ୍ୟରେ ଯୁଦ୍ଧ ମଧ୍ୟରେ ସରକାରଙ୍କ ବଡ଼ ନିଷ୍ପତ୍ତି, ବଢିଲା ଏଲପିଜି ସିଲିଣ୍ଡର ବୁକିଂର ସମୟ












Click it and Unblock the Notifications