ଇରାନରେ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ, ରିକ୍ଟର ସ୍କେଲରେ ତୀବ୍ରତା…
ଆଜି ଇରାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ଅନୁଭୂତ ହୋଇଛି। ଇରାନର ପୋର୍ଟ ଆବାସର ପଶ୍ଚିମରେ ଏହି ଭୂମିକମ୍ପ ହୋଇଥିଲା। ରିକ୍ଟର ସ୍କେଲରେ ଏହାର ତୀବ୍ରତା ୪.୪ ରେକର୍ଡ କରାଯାଇଛି। ବର୍ତ୍ତମାନ୍ ପର୍ଯ୍ୟନ୍ତ ମୃତାହତ କିମ୍ବା କ୍ଷୟକ୍ଷତି ନେଇ କୌଣସି ସୂଚନା ମିଳିନାହିଁ। ଇସ୍ରାଏଲ-ଆମେରିକା ବିବାଦ ମଧ୍ୟରେ ଇରାନ କୌଣସି ପରମାଣୁ ପରୀକ୍ଷଣ କରିଥିବା ସନ୍ଦେହ କରାଯାଉଛି। ଭୂମିକମ୍ପ ବନ୍ଦର ଆବାସର ୭୪ କିଲୋମିଟର ପଶ୍ଚିମରେ ଏବଂ ୧୦ କିଲୋମିଟର ଗଭୀରତାରେ ଅନୁଭୂତ ହୋଇଥିଲା।

ଏହି ଭୂମିକମ୍ପ ଲୋକଙ୍କ ମଧ୍ୟରେ ଆତଙ୍କର ବାତାବରଣ ସୃଷ୍ଟି କରିଛି। ଲୋକମାନେ ଭୂମିକମ୍ପର ଝଟକା ଅନୁଭବ କରିବା ମାତ୍ରେ ଘରୁ ବାହାରକୁ ଦୌଡ଼ି ପଳାଇ ଆସିଥିଲେ। ପୂର୍ବରୁ ମଙ୍ଗଳବାର ଦିନ ଦକ୍ଷିଣ ଇରାନରେ ଏକ ଶକ୍ତିଶାଳୀ ଭୂମିକମ୍ପ ହୋଇଥିଲା। ଭୂମିକମ୍ପର ତୀବ୍ରତା ରିକ୍ଟର ସ୍କେଲରେ ୪.୩ ମାପ କରାଯାଇଥିଲା। ଇରାନର ଫାର୍ସ ପ୍ରଦେଶର ଦକ୍ଷିଣ ଭାଗରେ ଅବସ୍ଥିତ ଗେରାଶରେ ଏହି ଭୂମିକମ୍ପ ହୋଇଥିଲା। ୟୁଏସଜିଏସ୍ କହିଛି ଯେ ଭୂମିକମ୍ପ ୧୦ କିଲୋମିଟର ଗଭୀରତାରେ ଥିଲା।
-
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
TRP ବନ୍ଦ ପାଇଁ ବାର୍କକୁ ନିର୍ଦ୍ଦେଶ ଦେଲେ କେନ୍ଦ୍ର ସରକାର -
ଡେରା ସଚ୍ଚା ସୌଦା ମୁଖ୍ୟ ଗୁରମିତ ରାମ ରହିମଙ୍କୁ ହାଇକୋର୍ଟ କଲେ ଦୋଷମୁକ୍ତ -
ସିକ୍ରେଟ୍ ରହିବ ଭାରତ-ରୁଷ ଡିଲ୍, ବାଣିଜ୍ୟିକ ଦସ୍ତାବିଜ୍ ଆଉ ପ୍ରଘଟ କରାଯିବ ନାହିଁ -
ଯୁଦ୍ଧରେ ଫସିଥିବା ୭ ଶହ ଭାରତୀୟଙ୍କୁ ଉଦ୍ଧାର କଲେ କେନ୍ଦ୍ର ସରକାର -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ -
ସୁଖୋଇ- 30MKI ଯୁଦ୍ଧ ବିମାନ ଦୁର୍ଘଟଣାଗ୍ରସ୍ତ, ଗତକାଲି ଆସାମ ଆକାଶ ରାଡାରରୁ ନିଖୋଜ ହୋଇଯାଇଥିଲା ବିମାନ -
ମୁଖ୍ୟମନ୍ତ୍ରୀ ହେବେ ନୀତିଶଙ୍କ ପୁଅ, ଦାବି କଲେ JDU ବିଧାୟକ -
ଆଜି ରାଜ୍ୟସଭା ପାଇଁ ନାମାଙ୍କନ ଦାଖଲ କରିବେ ମୁଖ୍ୟମନ୍ତ୍ରୀ ନୀତିଶ କୁମାର, ଉପସ୍ଥିତ ରହିବେ ଗୃହମନ୍ତ୍ରୀ ଅମିତ ଶାହ ! -
୧୬ ବର୍ଷରୁ କମ୍ ବୟସର ପିଲାଙ୍କ ପାଇଁ ସାମାଜିକ ଗଣମାଧ୍ୟମ ମନା -
ସାବଧାନ ! ବିନା ଟିକେଟରେ କରୁଛନ୍ତି ଟ୍ରେନ ଯାତ୍ରା, ହୋଇପାରେ ୬ ମାସ ଜେଲ -
ମଧ୍ୟପ୍ରାଚ୍ୟ ଯୁଦ୍ଧକୁ ନେଇ ଚିନ୍ତା ପ୍ରକଟ କଲେ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂହ, ଅର୍ଥନୈତିକ ପ୍ରଭାବ ପଡ଼ିବା ନେଇ ଦେଲେ ଚେତା







Click it and Unblock the Notifications