Get Updates
Get notified of breaking news, exclusive insights, and must-see stories!

ଲେହ ଲଦାଖରେ ୫.୭ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଝଟକା

ଲେହ ଲଦାଖରେ ଭୂକମ୍ପ ଝଟକା ଅନୁଭୂତ । ୫.୭ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଝଟକା ଲାଗିଛି । ସକାଳ ୧୧ଟା ୫୧ ମିନିଟରେ ଭୂକମ୍ପ ଅନୁଭୂତ ହୋଇଛି । ଭୂକମ୍ପର ଝଟକା ପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଭୟର ବାତାବରଣ ଦେଖାଦେଇଛି । ପରିସ୍ଥିତିକୁ ଦୃଷ୍ଟିରେ ରଖି ସରକାରଙ୍କ ପକ୍ଷରୁ ଜନସାଧାରଣଙ୍କ ପାଇଁ ସତର୍କତାମୂଳକ ନିର୍ଦ୍ଦେଶାବଳୀ ଜାରି କରାଯାଇଛି।

earthquake

ଭୂକମ୍ପ ଝଟକା ଜମ୍ମୁ କଶ୍ମୀରର କିଛି ଅଞ୍ଚଳରେ ଅନୁଭୂତ ହୋଇଛି । ନ୍ୟାସନାଲ ସେଣ୍ଟର ଫର ସେସ୍ମୋଲୋଜି ଅନୁସାରେ, ରବିବାର ସକାଳ ୧୧.୫୧ ମିନିଟ ସମୟରେ ଉତ୍ତ ପଶ୍ଚିମ କଶ୍ମୀର ଏବଂ ଲଦାଖର ବିଭିନ୍ନ ଅଞ୍ଚଳରେ ୫.୭ ତୀବ୍ରତାର ଭୂକମ୍ପ ଅନୁଭୂତ ହୋଇଛି । ଏହାର ଭୁପୃଷ୍ଠରୁ ୧୭୧ କିମି ଗଭୀରତାରେ କେନ୍ଦ୍ରସ୍ଥଳ ବୋଲି ଜଣାପଡିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+