Subhadra Yojana: ଡିସେମ୍ବର ୨୫ରେ ମିଳିବ ସୁଭଦ୍ରା ଟଙ୍କା

Subhadra Yojana: ଚଳିବ ବର୍ଷ ଖ୍ରୀଷ୍ଟମାସ ଅର୍ଥାତ୍ ଡିସେମ୍ବର ୨୫ ତାରିଖରେ ମିଳିବ 'ସୁଭଦ୍ରା' ଟଙ୍କା । ୨୫ ତାରିଖରେ ପ୍ରଥମ କିସ୍ତିର ଚତୁର୍ଥ ପର୍ଯ୍ୟାୟ ସୁଭଦ୍ରା ଟଙ୍କା ମିଳିବ । ବର୍ତ୍ତମାନ ଚତୁର୍ଥ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କୁ ପଠାଇବା ପାଇଁ ଯାଞ୍ଚ ପ୍ରକ୍ରିୟା ଜାରି ରହିଛି । ଏନେଇ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଜାରି କରାଯାଇଛି । ସେହିପରି ଆସନ୍ତା କାଲି ମାନେ ଡିସେମ୍ବର ୬ ସୁଦ୍ଧା ପ୍ରକାଶ ପାଇବ ଯୋଗ୍ୟ ଓ ଅଯୋଗ୍ୟଙ୍କ ତାଲିକ, ଏହାର ୭ ଦିନ ପର୍ଯ୍ୟନ୍ତ ଆପତ୍ତି ଗ୍ରହଣ କରାଯିବା ନେଇ ସୂଚନା ରହିଛି ।

Subhadra Yojana

ସୂଚନା ଅନୁସାରେ, ତୃତୀୟ ପର୍ଯ୍ୟାୟ ସୁଦ୍ଧା ରାଜ୍ୟର ମୋଟ୍ ୮୦ ଲକ୍ଷରୁ ଅଧିକ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୫ ହଜାର ଟଙ୍କା ଜାରି ସାରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+