Get Updates
Get notified of breaking news, exclusive insights, and must-see stories!

ବଡ଼ ଧରଣର ସେନା ବିମାନ ଦୁର୍ଘଟଣା, ୪୬ ମୃତ

Sudanese Military Aircraft Crashed: ସୁଡାନର ସାମରିକ ବିମାନ ଓମଡୁରମାନ ସହରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି ଦୁର୍ଘଟଣାରେ ପ୍ରାୟ 46 ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ସୂଚନା ରହିଛି । ସେନା ଏବଂ ସ୍ୱାସ୍ଥ୍ୟ ଅଧିକାରୀମାନେ ବୁଧବାର ଏହି ଘଟଣା ବିଷୟରେ ସୂଚନା ଦେଇଛନ୍ତି ।

Sudanese Military Aircraft Crashed

ଏପି ରିପୋର୍ଟ ଅନୁଯାୟୀ, ସେନା ପକ୍ଷରୁ ଜାରି ଏକ ବିବୃତ୍ତିରେ କୁହାଯାଇଛି ଯେ ଦୁର୍ଘଟଣାରେ ଅନେକ ସାମରିକ କର୍ମଚାରୀ ଏବଂ ସାଧାରଣ ନାଗରିକଙ୍କ ମୃତ୍ୟୁ ହୋଇଛି। ଏହି ଦୁର୍ଘଟଣା ପଛର ମୁଖ୍ୟ କାରଣ ବିଷୟରେ କୌଣସି ସୂଚନା ନାହିଁ। ସୁଡାନର ସେନା ରିପୋର୍ଟ ଅନୁଯାୟୀ, ମଙ୍ଗଳବାର ୱାଡି ସୟଦନା ଏୟାରବେସ୍ ରୁ ଉଡ଼ାଣ ଭରିବା ସମୟରେ ସେନାର ଆଣ୍ଟୋନୋଭ୍ ବିମାନ ଦୁର୍ଘଟଣାଗ୍ରସ୍ତ ହୋଇଥିଲା।

ସୁଡାନ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ଜାରି କରାଯାଇଥିବା ସୂଚନା ଅନୁସାରେ, ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ସମସ୍ତ ମୃତ ଦେହକୁ ଓମଡୁରମ୍ୟାନର ନାଉ ହସ୍ପିଟାଲକୁ ପଠାଯାଇଛି। ସେହିପରି ଏହି ଦୁର୍ଘଟଣାରେ ପାଞ୍ଚ ଜଣ ସାଧାରଣ ନାଗରିକ ଆହତ ମଧ୍ୟ ହୋଇଛନ୍ତି ଯେଉଁମାନଙ୍କ ଚିକିତ୍ସା ଜାରି ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+