ଏନସିପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ହେଲେ ସୁନେତ୍ରା ପାୱର
ମହାରାଷ୍ଟ୍ର ଉପ ମୁଖ୍ୟମନ୍ତ୍ରୀ ତଥା ଦିବଂଗତ ନେତା ଅଜିତ ପାୱରଙ୍କ ପତ୍ନୀ ସୁନେତ୍ର ପାୱରଙ୍କୁ ଏନସିପିର ନୂଆ ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ନିର୍ବାଚିତ ହୋଇଛନ୍ତି । ଏହି ନିଷ୍ପତ୍ତି ପାର୍ଟିର ରାଷ୍ଟ୍ରୀୟ କାର୍ଯ୍ୟକାରିଣୀ ବୈଠକରେ ନିଷ୍ପତ୍ତି ନିଆଯାଇଛି । ଅଧିବେସନ ଆରମ୍ଭରୁ ପ୍ରଫୁଲ ପଟେଲ ଭାବୁକ ହୋଇ ସମ୍ବୋଧନ କରିଥିଲେ । ଅଜିତ ପାଓ୍ବାରଙ୍କ ନିଧନ ପରେ ଅନେକ ପ୍ରକାରର ଚର୍ଚ୍ଚା ଚାଲିଥିଲା ।

ତେବେ ଅଧିବେସନରେ ସର୍ବସମ୍ମତିକ୍ରମେ ପାର୍ଟିର ନୂଆ ନେତ୍ତ୍ବରେ ନେଇ ଆଗକୁ ବଢିବାକୁ ହେବ । ବୈଠକରେ ଥିବା ସମସ୍ତ ନେତା ଏବଂ ପ୍ରତିନିଧି ସୁନେତ୍ରା ପାୱରଙ୍କୁ ଅଧ୍ୟକ୍ଷ ଭାବେ ସମର୍ଥନ କରିଥିଲେ । ଏହାପରେ ଏନସିପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଭାବେ ତାଙ୍କ ନାମ ଘୋଷଣା କରାଯାଇଛି ।
More From
-
ଟି୨୦ ବିଶ୍ୱକପରେ ଇତିହାସ ରଚିଲା ଭାରତ , ଗମ୍ଭୀରଙ୍କ ପାଇଁ ଇନଷ୍ଟା ପୋଷ୍ଟ୍ କଲେ ଧୋନୀ -
ଘରୋଇ ମାଟିରେ ଭାରତର ବଡ଼ ବିଜୟ, ଖୁସିରେ ଝୁମିଲେ ବିରାଟ -
ଭେନେଜୁଏଲାରୁ ୧୦୦ ନିୟୁତ ଡଲାର ମୂଲ୍ୟର ସୁନା ପାଇଛି ଆମେରିକାର ; ଗୃହ ସଚିବ -
ସାବଧାନ! ହାଡ଼କୁ ଦୁର୍ବଳ କରୁଛି ଏହି ସବୁ ଜିନିଷ -
ପାକିସ୍ତାନରେ ବଡ଼ ବିପର୍ଯ୍ୟୟ: ସ୍କୁଲ ଦୁଇ ସପ୍ତାହ ପାଇଁ ବନ୍ଦ, ଦରମା ୨୫% ହ୍ରାସ -
ଇରାନ ସହିତ ରୁଷ ଦୃଢ଼ ଭାବରେ ଛିଡା ହେବ; ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ଆସିଲା ଗ୍ରୀଷ୍ମ ଋତୁ, ଏହି ସବୁ ସମସ୍ୟା ଥିଲେ ଭୁଲରେ ବି ଖାଆନ୍ତୁ ନାହିଁ ତରଭୁଜ -
UAE ରାଷ୍ଟ୍ରଦୂତଙ୍କ ବଡ ବୟାନ ; କହିଲେ ପ୍ରଧାନମନ୍ତ୍ରୀ ଗୋଟାଏ ଫୋନ୍ କଲ ଯୁଦ୍ଧରେ ଲଗାଇ ପାରିବ ବ୍ରେକ -
ମାର୍ଚ୍ଚ ୨୮ରୁ ଆଇପିଏଲ ଆରମ୍ଭ -
କେଜରିୱାଲଙ୍କ ସହ ଅନ୍ୟ ୨୩ ଜଣଙ୍କୁ ନୋଟିସ୍ ଜାରି କଲେ ହାଇକୋର୍ଟ -
ଭାରତରେ ମହିଳା କଣ୍ଠଶିଳ୍ପୀଙ୍କ ଗୀତ ଖୁବ୍ କମ୍ ଦେଖିବାକୁ ମିଳିଥାଏ ,ଜାଣନ୍ତୁ କାହିଁକି ଏମିତି କହିଲେ ଲୋକପ୍ରିୟ କଣ୍ଠଶିଳ୍ପୀ ଶ୍ର











Click it and Unblock the Notifications