ଦିଲ୍ଲୀ NCRରେ ସବୁଜ ବାଣକୁ ସୁପ୍ରିମକୋର୍ଟଙ୍କ ଅନୁମତି
ଦିଲ୍ଲୀ-ଏନସିଆରର ଲୋକମାନଙ୍କୁ ଦୀପାବଳିରେ ସବୁଜ ବାଣ ଫୁଟାଇବା ପାଇଁ ସୁପ୍ରିମକୋର୍ଟ ଅନୁମତି ପ୍ରଦାନ କରିଛନ୍ତି। ସୁପ୍ରିମକୋର୍ଟ କିଛି ସର୍ତ୍ତାବଳୀ ସହିତ ସବୁଜ ବାଣ ଫୁଟାଇବା ପାଇଁ ଅନୁମତି ଦେଇଛନ୍ତି। ଏହି କୋର୍ଟଙ୍କ ଆଦେଶ ଦିଲ୍ଲୀ, ନୋଏଡା, ଗାଜିଆବାଦ, ଗୁରୁଗ୍ରାମ ଏବଂ ଫରିଦାବାଦର ଲୋକମାନଙ୍କୁ ଗୁରୁତ୍ୱପୂର୍ଣ୍ଣ ଆଶ୍ୱସ୍ତି ପ୍ରଦାନ କରିଛି।













Click it and Unblock the Notifications