ହ୍ୱାଟସ ଆପ୍ ଓ ମେଟାକୁ କଡା ଚେତାବନୀ ଦେଲେ ସୁପ୍ରିମକୋର୍ଟ, ଜାଣନ୍ତୁ କାହିଁକି ?
ସୁପ୍ରିମକୋର୍ଟ ହ୍ୱାଟସ ଆପ୍ ଏବଂ ଏହାର ମୂଳ କମ୍ପାନୀ ମେଟାକୁ କଡା ଚେତାବନୀ ଦେଇ କହିଛନ୍ତି ଯେ ତଥ୍ୟ ସେୟାରିଂ ବାହାନାରେ ନାଗରିକଙ୍କ ଗୋପନୀୟତାର ଅଧିକାରକୁ କ୍ଷୁର୍ଣ୍ଣ କରାଯାଇପାରିବ ନାହିଁ। ସୁପ୍ରିମକୋର୍ଟ ହ୍ୱାଟସ ଆପ୍ ଏବଂ ମେଟା ଦ୍ୱାରା ଦାଖଲ କରାଯାଇଥିବା ଆବେଦନର ଶୁଣାଣି କରୁଥିବା ସମୟରେ ଏହି ପର୍ଯ୍ୟବେକ୍ଷଣ କରାଯାଇଛି। ଶୁଣାଣି ସମୟରେ, ସୁପ୍ରିମକୋର୍ଟ ଇଲେକ୍ଟ୍ରୋନିକ୍ସ ଏବଂ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରଣାଳୟକୁ ମାମଲାର ଏକ ପକ୍ଷଭୁକ୍ତ କରିଥିଲେ। ସର୍ବୋଚ୍ଚ ଅଦାଲତ ଏହା ମଧ୍ୟ କହିଛନ୍ତି ଯେ ଫେବୃଆରୀ ୯ ତାରିଖରେ ଏହି ମାମଲାରେ ମଧ୍ୟବର୍ତ୍ତୀକାଳୀନ ନିର୍ଦ୍ଦେଶ ପ୍ରଦାନ କରାଯିବ।

ଟେକ୍ନୋଲୋଜି କମ୍ପାନୀଗୁଡ଼ିକର ଗୋପନୀୟତା ସର୍ତ୍ତାବଳୀ ଏତେ ଚତୁରତାର ସହିତ ପ୍ରସ୍ତୁତ କରାଯାଇଛି ଯେ, ସାଧାରଣ ଲୋକମାନେ ସେଗୁଡ଼ିକୁ ସମ୍ପୂର୍ଣ୍ଣ ଭାବରେ ବୁଝିପାରିବେ ନାହିଁ। ଅସମାନ ଚୁକ୍ତିନାମା ସମ୍ବନ୍ଧୀୟ ପରିସ୍ଥିତିରେ ପ୍ରଯୁକ୍ତିବିଦ୍ୟା କମ୍ପାନୀଗୁଡ଼ିକୁ ଗ୍ରାହକଙ୍କ ତଥ୍ୟ ସେୟାର କରିବାକୁ ଅନୁମତି ଦିଆଯିବ ନାହିଁ ବୋଲି କହିଛନ୍ତି ସୁପ୍ରିମକୋର୍ଟ।
-
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
VerSe Innovation ର ନୂତନ ପଦକ୍ଷେପ: ପି.ଆର୍. ରମେଶ ସ୍ୱତନ୍ତ୍ର ନିର୍ଦ୍ଦେଶକ ଓ ଅଡିଟ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ -
VerSe Innovation ର ନୂତନ ପଦକ୍ଷେପ: ପି.ଆର୍. ରମେଶ ସ୍ୱତନ୍ତ୍ର ନିର୍ଦ୍ଦେଶକ ଓ ଅଡିଟ କମିଟି ଅଧ୍ୟକ୍ଷ ଭାବେ ନିଯୁକ୍ତ -
ଅଯୋଧ୍ୟାରେ ଗୌତମ ଆଦାନୀଙ୍କ ଭକ୍ତି ଯାତ୍ରା, ଭାରତର ପରମ୍ପରାକୁ ଦେଲେ ନୂଆ ଗୌରବ -
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
ବଡ ନିଷ୍ପତ୍ତି: ଜୁନ୍ ପର୍ଯ୍ୟନ୍ତ ଏସବୁ ଉତ୍ପାଦ ଉପରେ କଷ୍ଟମ୍ ଶୁଳ୍କ ଛାଡ଼ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
Adani Green Energy ର ବଡ଼ ସଫଳତା: FY26ରେ 5GW କ୍ଷମତା ସହ ବିଶ୍ୱରେ ନୂଆ ରେକର୍ଡ -
ଭୁବନେଶ୍ୱରରେ VFS ଗ୍ଲୋବାଲ ଭିସା ଆବେଦନ କେନ୍ଦ୍ର ଉଦ୍ଘାଟନ କଲେ ମୁଖ୍ୟମନ୍ତ୍ରୀ




Click it and Unblock the Notifications