ତାମିଲନାଡୁ ଦଳାଚକଟା ଘଟଣାର; CBI ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ

ତାମିଲନାଡୁ କରୁର ଦଳାଚକଟା ଘଟଣାର ତଦନ୍ତ କରିବ CBI । ମାମଲାର CBI ତଦନ୍ତ ନିର୍ଦ୍ଦେଶ ଦେଲେ ସୁପ୍ରିମକୋର୍ଟ । ସିବିଆଇ ତଦନ୍ତକୁ ମନିଟର ପାଇଁ ୩ ଜଣିଆ କମିଟି ଗଠନ । ସୁପ୍ରିମକୋର୍ଟ ପୂର୍ବତନ ବିଚାରପତି ଅଜୟ ରସ୍ତୋଗିଙ୍କ ଅଧ୍ୟକ୍ଷତାରେ କମିଟି । ସେପ୍ଟେମ୍ବର ୨୭ରେ ଟିଭିକେ ମୁଖ୍ୟ ବିଜୟଙ୍କ ରାଲିରେ ଦଳାଚକଟା ଘଟିଥିଲା । କରୁରରେ ଦଳାଚକଟାରେ ୪୧ ଜଣଙ୍କର ମୃତ୍ୟୁ ହୋଇଥିଲା ।

Supreme Court
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+