କୋଲକାତା ହରର୍‌: ପୋଲିସ ଉପରେ ବର୍ଷିଲେ ସୁପ୍ରିମକୋର୍ଟ, ପଚାରିଲେ ଏହି ପ୍ରଶ୍ନ....

ନୂଆଦିଲ୍ଲୀ: କଲକାତା ଆର.ଜି କର ମେଡିକାଲ କଲେଜରେ ଟ୍ରେନି ଡାକ୍ତରାଣୀଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ଉଦବେଗ ପ୍ରକାଶ କରିଛନ୍ତି ସୁପ୍ରିମକୋର୍ଟା। ପୀଡିତାଙ୍କ ନାମ ଓ ଫଟୋ ଆଦି ଭାଇରାଲ ନେଇ ଉଦବେଗ ପ୍ରକାଶ ପାଇଛି। ନିଜ ଆଡ଼ୁ ରୁଜୁ କରିଥିବା ମାମଲାର ଶୁଣାଣି କରିଛନ୍ତି ସର୍ବୋଚ୍ଚ ଅଦାଲତ। ପ୍ରଧାନ ବିଚାରପତିଙ୍କ ଅଧ୍ୟକ୍ଷତାରେ ଗଠିତ ତିନି ଜଣିଆ ଖଣ୍ଡପୀଠରେ ମାମଲାର ଶୁଣାଣି ହୋଇଛି।

ଗୁରୁବାର ସୁଦ୍ଧା ଷ୍ଟାଟସ୍‌‌ ରିପୋର୍ଟ ଦେବାକୁ ସିବିଆଇକୁ ନିର୍ଦ୍ଦେଶ ଦେଇଛନ୍ତି ସୁପ୍ରିମକୋର୍ଟ। ଘଟଣା ଘଟିବାର ବହୁ ବିଳମ୍ବରେ ମାମଲା ରୁଜୁ ହେବା ନେଇ ପ୍ରଶ୍ନ କରିଛନ୍ତି କୋର୍ଟ। କୋଲକତାରେ ମହିଳା ଡାକ୍ତରଙ୍କୁ ଦୁଷ୍କର୍ମ ଓ ହତ୍ୟା ମାମଲାରେ ମମତା ସରକାରଙ୍କୁ ଭର୍ତ୍ସନା କଲେ ସୁପ୍ରିମକୋର୍ଟ। ଆରଜି କର ହସ୍ପିଟାଲର ଅଧ୍ୟକ୍ଷ କ'ଣ କରୁଥିଲେ? ପୁଲିସ କାହିଁକି ୧୨ ଘଣ୍ଟା ପରେ ମାମଲା ରୁଜୁ କଲା? ବୋଲି ପ୍ରଶ୍ନ କରିଛନ୍ତି ସୁପ୍ରିମକୋର୍ଟ ।

Supreme Court

ଅନ୍ୟପଟେଡାକ୍ତରଙ୍କ ସୁରକ୍ଷା ଉପରେ ଏକ ଜାତୀୟ ଟାସ୍କଫୋର୍ସ ଗଠନ କରିବାକୁ କୋର୍ଟ ଘୋଷଣା କରିଛନ୍ତି । କୋର୍ଟଙ୍କ ତତ୍ତ୍ୱାବଧାନରେ ଏହି ଟାସ୍କଫୋର୍ସ ଗଠନ କରାଯିବ । ଏଥିରେ ଡାକ୍ତରମାନେ ମଧ୍ୟ ଅନ୍ତର୍ଭୁକ୍ତ ହେବେ । CJI ଚନ୍ଦ୍ରଚୂଡଙ୍କ ନେତୃତ୍ୱରେ ଜଷ୍ଟିସ୍ ଜେ.ବି ପାର୍ବାୱାଲା ଏବଂ ଜଷ୍ଟିସ ମନୋଜ ମିଶ୍ରଙ୍କ ଏକ ବେଞ୍ଚ ଏହି ମାମଲାର ଶୁଣାଣି କରୁଛନ୍ତି

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+