'ବାଧ୍ୟତାମୂଳକ ଧର୍ମ ରୂପାନ୍ତର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ, ଦେଶର ସୁରକ୍ଷା ପ୍ରଭାବିତ ହୋଇପାରେ'
ବାଧ୍ୟତାମୂଳକ ଧର୍ମାନ୍ତରୀକରଣକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବୋଲି କହିଛନ୍ତି ସୁପ୍ରିମ କୋର୍ଟ । ଏପରିକି ଏହା ଦେଶର ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିପାରେ ବୋଲି ମଧ୍ୟ ସୁପ୍ରିମ କୋର୍ଟ ଆଶଙ୍କା ବ୍ୟକ୍ତ କରିଛନ୍ତି ।
ନୂଆଦିଲ୍ଲୀ : ବାଧ୍ୟତାମୂଳକ ଧର୍ମାନ୍ତରୀକରଣକୁ ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗ ବୋଲି କହିଛନ୍ତି ସୁପ୍ରିମ କୋର୍ଟ । ଏପରିକି ଏହା ଦେଶର ସୁରକ୍ଷା ପ୍ରତି ବିପଦ ସୃଷ୍ଟି କରିପାରେ ବୋଲି ମଧ୍ୟ ସୁପ୍ରିମ କୋର୍ଟ ଆଶଙ୍କା ବ୍ୟକ୍ତ କରିଛନ୍ତି ।
ଏନେଇ କେନ୍ଦ୍ର ସରକାର କଣ ପଦକ୍ଷେପ ନେଉଛନ୍ତି ସେ ନେଇ ଜବାବ ଦାଖଲ କରିବାକୁ ମଧ୍ୟ ସର୍ବୋଚ୍ଚ ନ୍ୟାୟାଳୟ ନିର୍ଦ୍ଦେଷ ଦେଇଛନ୍ତି । କୋର୍ଟ କହିଛନ୍ତି ଏପରି ଧର୍ମ ପରିବର୍ତ୍ତନ କରିବା ନାଗରିକର ଅନ୍ତରଆତ୍ମା ସହ ଦେଶର ସୁରକ୍ଷାକୁ ପ୍ରଭାବିତ କରିପାରେ ।

ଠକେଇ ଏବଂ ଜାଲିଆତି ପରିବର୍ତ୍ତନକୁ ନିୟନ୍ତ୍ରଣ କରିବା ପାଇଁ କଡା ପଦକ୍ଷେପ ନେବାକୁ କଣ କରାଯାଇଛି ସ୍ପଷ୍ଟ କରିବାକୁ ସୁପ୍ରିମକୋର୍ଟ କେନ୍ଦ୍ରକୁ କହିଛନ୍ତି । ନଭେମ୍ବର 28 ରେ ଏହାର ପରବର୍ତ୍ତୀ ଶୁଣାଣି ପାଇଁ କୋର୍ଟ ତାରିଖ ଧାର୍ଯ୍ୟ କରିଛନ୍ତି ।
ବାଧ୍ୟତାମୂଳକ ଭାବେ ଦେଶରେ ଧର୍ମାନ୍ତରୀକରଣ ବିରୋଧରେ ଆଗତ ଏକ ଜନସ୍ୱାର୍ଥ ମାମଲା ଉପରେ ଜଷ୍ଟିସ ଏମଆର ଶାହ ଓ ହିମା କୋହଲିଙ୍କୁ ନେଇ ଗଠିତ ଖଣ୍ଡପୀଠ ଏହି ମତ ଦେଇଛନ୍ତି ।
ବାଧ୍ୟତାମୂଳକ ଧର୍ମାନ୍ତରୀଣକରଣ ଦେଶର ନିରାପତ୍ତାକୁ ପ୍ରଭାବିତ କରିପାରେ ବୋଲି ଜଷ୍ଟିସ ଏମଆର ଶାହା କହିଛନ୍ତି । ଏଣୁ ଏଗୁଡ଼ିକୁ ରୋକିବାକୁ ସରକାର କଣ ପଦକ୍ଷେପ ନେଉଛନ୍ତି, ସେ ନେଇ ଜବବା ରଖିବାକୁ କୋର୍ଟ କହିଛନ୍ତି ।
-
ଡାଲମାରୁ ବାହାରିଲା ସାପ, ଲୋକେ ଛାନିଆ, ସ୍ଵାସ୍ଥ୍ୟ ପରୀକ୍ଷା ପାଇଁ ୪୦ରୁ ଊର୍ଦ୍ଧ୍ବ ଲୋକଙ୍କ ଲମ୍ବା ଲାଇନ -
ରିଲ୍ସ ନିଶା, ବୃଦ୍ଧ ବାପାଙ୍କୁ ବସ୍ତାରେ ବାନ୍ଧି କୋରିଅର୍ରେ ପାର୍ସଲ କଲା ଝିଅ -
ଭାରତ ପାକିସ୍ତାନ ମଧ୍ୟରେ ପରମାଣୁ ଯୁଦ୍ଧ ଆଶଙ୍କା ,' ପ୍ରକାଶ କଲା ଆମେରିକାର ଗୁଇନ୍ଦା ରିପୋର୍ଟ -
ଆଜିଠୁ ମାଟ୍ରିକ୍ ଖାତାଦେଖା, ମେରେ ରେଜଲ୍ଟ -
୨୪ ଘଣ୍ଟାରେ ବ୍ୟାକଫୁଟକୁ ଗଲେ ଟ୍ରମ୍ପ, ଏହି ଦେଶର ତୈଳ କିମ୍ବା ଗ୍ୟାସ ଉପରେ...... -
ଯୁଦ୍ଧ ଭିତରେ ବଡ ଦାବି କଲା ଇରାନ, କହିଲା ଯୁଦ୍ଧରେ ଆମେରିକାର ୨୦୦ ସହ ସୈନ୍ୟ ନିହତ ହେଲେଣି -
LPG ସିଲିଣ୍ଡରର ଅବୈଧ ଗଚ୍ଛିତ ଏବଂ କଳାବଜାରୀ ବିରୁଦ୍ଧରେ କଠୋର କାର୍ଯ୍ୟାନୁଷ୍ଠାନ ନେବାକୁ ରାଜ୍ୟସରକାରଙ୍କୁ କେନ୍ଦ୍ରର ନିର୍ଦ୍ଦେଶ -
ଭୁବନେଶ୍ୱର CRP ଛକ ନିକଟ ମାର୍କେଟ୍ କମ୍ପ୍ଲେକ୍ସରେ ଭୟଙ୍କର ଅଗ୍ନିକାଣ୍ଡ -
IPL 2026 : ଇଶାନ ସନରାଇଜର୍ସର ନୂଆ କ୍ୟାପ୍ଟେନ୍ -
ମୁଁ ଆମ ଦଳର ସୁପ୍ରିମୋ ନବୀନ ବାବୁଙ୍କ ନିର୍ଦ୍ଦେଶରେ ଭୋଟ୍ ଦେଇଛି; ସୁବାସିନୀ ଜେନା -
ଇଦ ପାଇଁ ବନ୍ଦ ହେଲା ପାକିସ୍ତାନ ଓ ଆଫଗାନିସ୍ତାନ ଯୁଦ୍ଧ, ରହିଛି ଏହି ସର୍ତ୍ତ -
ଚଳିତ ବର୍ଷ ମାଟ୍ରିକ ପରୀକ୍ଷାରୁ ଦେଇନାହାନ୍ତି ୯୯୩୦ ଛାତ୍ରଛାତ୍ରୀ












Click it and Unblock the Notifications