Get Updates
Get notified of breaking news, exclusive insights, and must-see stories!

ଆନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ 30 ଅପ୍ରେଲ ଯାଏଁ ପ୍ରତିବନ୍ଧକ

ଦେଶରେ କରୋନା ସଂକ୍ରମଣ ମାମଲା ବୃଦ୍ଧିକି ନଜରରେ ରଖି ଆନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକକୁ ବୃଦ୍ଧି କରିଛନ୍ତି । ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶକ (ଡିଜିସିଏ) ମଙ୍ଗଳବାର ଦିନ ଏହି ପ୍ରତିବନ୍ଧକକୁ 30 ଅପ୍ରେଲ 2021 ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି ।

ନୂଆଦିଲ୍ଲୀ : ଦେଶରେ କରୋନା ସଂକ୍ରମଣ ମାମଲା ବୃଦ୍ଧିକି ନଜରରେ ରଖି ଆନ୍ତର୍ଜାତୀୟ ବିମାନ ଚଳାଚଳ ଉପରେ ପ୍ରତିବନ୍ଧକକୁ ବୃଦ୍ଧି କରିଛନ୍ତି । ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶକ (ଡିଜିସିଏ) ମଙ୍ଗଳବାର ଦିନ ଏହି ପ୍ରତିବନ୍ଧକକୁ 30 ଅପ୍ରେଲ 2021 ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି । ବେସାମରିକ ବିମାନ ଚଳାଚଳ ନିର୍ଦ୍ଦେଶାଳୟ ଦ୍ୱାରା ସ୍ୱତନ୍ତ୍ର ଭାବେ ଅନୁମୋଦିତ ଆନ୍ତର୍ଜାତୀୟ ବିମାନରେ ଏହି ପ୍ରତିବନ୍ଧକ ଲାଗୁ ହେବ ନାହିଁ ବୋଲି ଡିଜିସିଏ ପକ୍ଷରୁ ଜାରି ନିର୍ଦ୍ଦେଶନାମାରେ କୁହାଯାଇଛି ।

flights

ସରଳ ଭାବରେ କହିବାକୁ ଗଲେ, 30 ଏପ୍ରିଲ ପର୍ଯ୍ୟନ୍ତ ସମସ୍ତ ଅନ୍ତର୍ଜାତୀୟ ବିମାନ ଉଡ଼ାଣ ଉପରେ ପ୍ରତିବନ୍ଧକ ଲଗାଯିବ । ତେବେ ଡିଜିସିଏ କହିଛି ଯେ ଯଦି ଆବଶ୍ୟକତା ଅନୁଭବ କରାଯାଏ ତେବେ ସଂପୃକ୍ତ କର୍ତ୍ତୃପକ୍ଷଙ୍କ ଅନୁମୋଦନ କ୍ରମେ କିଛି ଆନ୍ତର୍ଜାତୀୟ ରୁଟରେ ବିମାନ ଚଳାଚଳ କରାଯିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+