Get Updates
Get notified of breaking news, exclusive insights, and must-see stories!

ଡିଏମକେ ଏବଂ ବିଜେପି ସହ ମେଣ୍ଟ ଅସ୍ବୀକାର, ବିଜୟ ହେବେ ଟିଭିକେର ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ

ତାମିଲନାଡୁ ରାଜନୀତିରେ ଆଉଜଣେ ବଡ଼ କଳାକାର ଏଣ୍ଟ୍ରି ମାରିଛନ୍ତି । ମୁଖ୍ୟମନ୍ତ୍ରୀ ପ୍ରାର୍ଥୀ ହେବେ ତାମିଲ ସୁପରଷ୍ଟାର ବିଜୟ । ଏକାକୀ ଲଢ଼ିବ ବିଜୟଙ୍କ ଦଳ TVK । ପୂର୍ବରୁ ଅନେକ ସାଉଥ ସୁପରଷ୍ଟାର ରାଜନୀତିକୁ ଏଣ୍ଟ୍ରି ମାରିସାରିଛନ୍ତି । ପୱନ କଲ୍ୟାଣ ଆନ୍ଧ୍ରର ଡେପୁଟି ସିଏମ୍‌ ଭାବେ ଦାୟିତ୍ୱ ତୁଲାଉଛନ୍ତି ।

ଚେନ୍ନଇରେ ବସିଥିବା ଟିଭିକେ ଦଳୀୟ ବୈଠକରେ ଅଭିନେତାରୁ ରାଜନେତା ପାଲଟିଥିବା ଜୋସେଫ୍‌ ବିଜୟ ଚନ୍ଦ୍ରଶେଖର ଓରଫ୍‌ ଥଲପତି ବିଜୟଙ୍କୁ ୨୦୨୬ ତାମିଲନାଡ଼ୁ ନିର୍ବାଚନ ପାଇଁ ଦଳର ମୁଖ୍ୟମନ୍ତ୍ରୀ ଚେହେରା ଘୋଷଣା କରାଯାଇଛି।

vijaya

ଏଥିସହ ତାମିଲନାଡ଼ୁ ବିଧାନସଭା ନିର୍ବାଚନ ଦଳ ଏକାକୀ ଲଢିବ ବୋଲି ମଧ୍ୟ ଘୋଷଣା କରାଯାଇଛି। ବିଜୟ କହିଛନ୍ତି ଯେ, ୨୦୨୬ ତାମିଲନାଡୁ ନିର୍ବାଚନରେ ତାଙ୍କ ଦଳ ​​ପ୍ରତ୍ୟକ୍ଷ କିମ୍ବା ପରୋକ୍ଷ ଭାବରେ ଡିଏମକେ କିମ୍ବା ବିଜେପି ସହିତ ମେଣ୍ଟ କରିବ ନାହିଁ। ସେ ଆହୁରି କହିଛନ୍ତି, ବିଜେପି କେବେବି ତାମିଲନାଡୁରେ ବଢିପାରିବ ନାହିଁ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+