ସେନା ଗାଡ଼ି ଉପରେ ଆତଙ୍କବାଦୀ ଆକ୍ରମଣ
Terrorist Attack Jammu Kashmir: ଜମ୍ମୁ କଶ୍ମୀରର LOC ନିକଟରେ ଆତଙ୍କବାଦୀ ଆକ୍ରମଣ ହୋଇଥିବା ନେଇ ସୂଚନା ରହିଛି। ଆତଙ୍କବାଦୀମାନେ ସେନା ଗାଡିକୁ ଟାର୍ଗେଟ କରିଛନ୍ତି। ଏହି ଆକ୍ରମଣରେ ଯବାନ ଆହତ ହୋଇଥିବାର ଆଶଙ୍କା କରାଯାଉଛି ।

ସୂଚନା ଅନୁସାରେ, LOC ନିକଟ ଗୁଲମାର୍ଗର ନାଗିନ୍ ପୋଷ୍ଟ ଅଞ୍ଚଳ ନିକଟରେ ଏକ ସେନା ଗାଡି ଉପରେ ଆକ୍ରମଣ କରାଯାଇଥିଲା। ପୋଲିସ ଏହି ଘଟଣାକୁ ନିଶ୍ଚିତ କରିଛି। ତେବେ ସେନା ପକ୍ଷରୁ ବର୍ତ୍ତମାନ ସୁଦ୍ଧା କୌଣସି ସୂଚନା ଜାରି କରାଯାଇ ନାହିଁ ।












Click it and Unblock the Notifications