ଜାମ୍ମୁ କାଶ୍ମୀରର ବାନ୍ଦିପୋରାରେ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀ ଆକ୍ରମଣ, 5 ଜଣ ଯବାନ ଆହତ

ଜାମ୍ମୁ କାଶ୍ମୀରର ବାନ୍ଦିପୋରା ଠାରେ ସୁରକ୍ଷା ବାହିନୀର ଏକ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ 5 ଜଣ ଯବାନ ଆହତ ହୋଇଥିବା ଜଣାପଡ଼ିଛି ।

ଶ୍ରୀନଗର : ଜାମ୍ମୁ କାଶ୍ମୀରର ବାନ୍ଦିପୋରା ଠାରେ ସୁରକ୍ଷା ବାହିନୀର ଏକ ପାଟ୍ରୋଲିଂ ଦଳ ଉପରେ ଆତଙ୍କବାଦୀମାନେ ଆକ୍ରମଣ କରିଛନ୍ତି । ଏହି ଆକ୍ରମଣରେ 5 ଜଣ ଯବାନ ଆହତ ହୋଇଥିବା ଜଣାପଡ଼ିଛି । କୁହାଯାଉଛି ଯେ ସୁରକ୍ଷା ବାହିନୀର ମିଳିତ ପାଟ୍ରୋଲିଂ ଟିମ୍ ଉପରେ ଏହି ଆକ୍ରମଣ କରାଯାଇଛି । ଏହି ଘଟଣା ବିଷୟରେ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି ।

army

ସୂଚନା ଅନୁଯାୟୀ, ଏହି ଆକ୍ରମଣ ବାନ୍ଦିପୋରାର ନିଶାତ ପାର୍କ ନିକଟରେ ଥିବା ଏକ ଚେକପଏଣ୍ଟରେ ଘଟିଥିଲା । ଆତଙ୍କବାଦୀମାନେ ସେଠାରେ ଉପସ୍ଥିତ ଥିବା ସୁରକ୍ଷା କର୍ମୀଙ୍କ ଉପରକୁ ଗ୍ରେନେଡ ଫିଙ୍ଗିଥିଲେ ଯେଉଁଥିରେ ପାଞ୍ଚଜଣ ସୁରକ୍ଷା କର୍ମୀ ଆହତ ହୋଇଥିଲେ । ଆହତମାନଙ୍କୁ ନିକଟସ୍ଥ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଏଥିସହିତ ସୁରକ୍ଷା ବାହିନୀ ଏହି ଅଞ୍ଚଳକୁ ଘେରି ରହି ଆତଙ୍କବାଦୀଙ୍କ ସର୍ଚ୍ଚ ଅପରେସନ୍ ଆରମ୍ଭ କରିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+