ଘୋଷଣା ହେଲା ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର, ଜାଣନ୍ତୁ ନେଲା ଶ୍ରେଷ୍ଠ ଅଭିନେତା

ନୂଆଦିଲ୍ଲୀ: ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଶୁକ୍ରବାର ୭୦ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର ଘୋଷଣା କରିଛନ୍ତି। ଦେଶର ସବୁଠାରୁ ସମ୍ମାନଜନକ ସିନେମା ପୁରସ୍କାର ଭାବରେ ଜଣାଶୁଣା, ଜାତୀୟ ପୁରସ୍କାର ଯେକୌଣସି ଚଳଚ୍ଚିତ୍ର ନିର୍ମାତାଙ୍କ ପାଇଁଏକ ବଡ଼ ସଫଳତା ଭାବେ ବିଚେନା କରାଯାଇଥାଏ।

National Film Awards

ଚଳିତ ଥର ସେହି ଚଳଚ୍ଚିତ୍ରଗୁଡ଼ିକ ପାଇଁ ଏହି ପୁରସ୍କାର ଘୋଷଣା କରାଯାଇଛି ଯେଉଁଗୁଡ଼ିକ ୧ ଜାନୁଆରୀ ୨୦୨୨ରୁ ୩୧ ଡିସେମ୍ବର ୨୦୨୨ ମଧ୍ୟରେ ଫିଲ୍ମ ସେନ୍ସର ବୋର୍ଡ ଦ୍ୱାରା ସେନ୍ସର ସାର୍ଟିଫିକେଟ୍ ଦିଆଯାଇଛି।

ନିର୍ଦ୍ଦେଶକ-ଅଭିନେତା ଋଷଭ ଶେଟ୍ଟୀଙ୍କ ଫିଲ୍ମ'କାନ୍ତାରା', କନ୍ନଡ ଚଳଚ୍ଚିତ୍ର ଇଣ୍ଡଷ୍ଟ୍ରିରୁ ୨୦୨୨ ମସିହାରେ ଏହାର ପୁରାଣ ଆଧାରିତ କାହାଣୀ ସହିତ ସିନେମା ପ୍ରଶଂସକଙ୍କ ହୃଦୟ ଜିତିଥିଲା । ଏହି ଚଳଚ୍ଚିତ୍ର ଦେଖିବା ଦିନଠାରୁ ଲୋକମାନେ ଏହାକୁ ଜାତୀୟ ପୁରସ୍କାର ପାଇଁ ଏକ ଫେଭରେଟ ବୋଲି କହୁଥିଲେ।

ଏହା ସହିତ ମାଲାୟାଲମ୍ ସିନେମାର କିମ୍ବଦନ୍ତୀ ଅଭିନେତାମାନଙ୍କ ମଧ୍ୟରେ ଗଣାଯାଉଥିବା ଅଭିନେତା ମାମୁଟ୍ଟି ମଧ୍ୟ ତାଙ୍କର ଦୁଇଟି ଶ୍ରେଷ୍ଠ ଚଳଚ୍ଚିତ୍ର ପାଇଁ'ଶ୍ରେଷ୍ଠ ଅଭିନେତା' ବର୍ଗରେ ଜଣେ ଶକ୍ତିଶାଳୀ ପ୍ରତିଦ୍ୱନ୍ଦ୍ୱୀ ଭାବରେ ବିବେଚିତ ହୋଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+