ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ୍ ଗୁଆହାଟୀ ଓ କୋଲକାତା ମଧ୍ୟରେ ଚଳାଚଳ କରିବ
ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କହିଛନ୍ତି, ଦେଶର ପ୍ରଥମ ବନ୍ଦେ ଭାରତ ସ୍ଲିପର ଟ୍ରେନ୍ ଗୁଆହାଟୀ ଓ କୋଲକାତା ମଧ୍ୟରେ ଚଳାଚଳ କରିବ। ନୂଆଦିଲ୍ଲୀଠାରେ ଗଣମାଧ୍ୟମକୁ ସୂଚନା ଦେଇ ଶ୍ରୀ ବୈଷ୍ଣବ କହିଛନ୍ତି, ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଗାମୀ ୧୫ରୁ ୨୦ ଦିନ ମଧ୍ୟରେ ଏହି ଟ୍ରେନ୍ ଚଳାଚଳର ଶୁଭାରମ୍ଭ କରିବେ।

ସ୍ୱଦେଶୀ ଜ୍ଞାନକୌଶଳରେ ପ୍ରସ୍ତୁତ ଏହି ଟ୍ରେନ୍ର ଦ୍ରୁତତମ ଚଳାଚଳ ପରୀକ୍ଷଣ ସଫଳତାର ସହ ସମ୍ପନ୍ନ ହୋଇଥିବା ସେ କହିଛନ୍ତି। ୧୬ଟି କୋଚ୍ ବିଶିଷ୍ଟ ଏହି ସ୍ଲିପର ଟ୍ରେନ୍ ୧ ହଜାରରୁ ଦେଢ଼ ହଜାର କିଲୋମିଟର ପର୍ଯ୍ୟନ୍ତ ଦୂରଗାମୀ ଯାତ୍ରା ପାଇଁ ବିକଶିତ କରାଯାଇଛି। ଶ୍ରୀ ବୈଷ୍ଣବ କହିଛନ୍ତି, ଯାତ୍ରୀଙ୍କୁ ଅତ୍ୟାଧୁନିକ ଓ ଆରାମଦାୟକ ସୁବିଧା ପ୍ରଦାନର ବ୍ୟବସ୍ଥା ଏହି ଟ୍ରେନ୍ରେ ରହିଛି।
More From
-
ପଶ୍ଚିମ ଏସିଆ ଅସ୍ଥିରତା ମଧ୍ୟରେ ସରକାର ରାଜ୍ୟଗୁଡ଼ିକୁ ଦିଆଯାଇଛି 40,000 କିଲୋଲିଟର ଅତିରିକ୍ତ କିରୋସିନି -
ରାଷ୍ଟ୍ରପତିଙ୍କୁ ଅପମାନ: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀଙ୍କୁ ମୋହନ ମାଝୀଙ୍କ ଚିଠି -
ହର୍ମୁଜ୍ ପ୍ରଣାଳୀ ପାର ହୋଇ ମୁମ୍ବାଇ ପହଞ୍ଚିଲା ପ୍ରଥମ ଭାରତୀୟ ତୈଳ ଟ୍ୟାଙ୍କର୍ -
ପୁଣି ଥରେ ଚର୍ଚ୍ଚାରେ ମହାକୁମ୍ଭ ଭାଇରାଲ ଗର୍ଲ ମୋନାଲିସା -
ଯୁଦ୍ଧ ବନ୍ଦ ପାଇଁ ଆମେରିକା ଆଗରେ ଏହି ୩ ସର୍ତ୍ତ ରଖିଲା ଇରାନ -
ହାର୍ଦ୍ଦିକ ପାଣ୍ଡ୍ୟାଙ୍କ ବିରୋଧରେ ଥାନାରେ ଏତଲା -
ଇରାନକୁ ଗୋଟିଏ ଘଣ୍ଟା ମଧ୍ୟରେ ଧ୍ୱଂସ କରିଦେବୁ... ଡୋନାଲ୍ଡ ଟ୍ରମ୍ପ ! -
ଟିଏମସି ପ୍ରତିନିଧିଙ୍କୁ ସମୟ ଦେଲେନି ରାଷ୍ଟ୍ରପତି -
IAS ସ୍ତରରେ ଅଦଳବଦଳ କଲେ ରାଜ୍ୟ ସରକାର, ୫ IASଙ୍କୁ ଉପଜିଲ୍ଲାପାଳ ନିଯୁକ୍ତି -
ଜ୍ଞାନେଶ କୁମାରଙ୍କ ବିରୋଧ: ମହାଭିଯୋଗ ପ୍ରସ୍ତାବରେ କଲେ ସ୍ୱାକ୍ଷର ୧୮୦ ସାଂସଦ -
ଆସନ୍ତା ଶିକ୍ଷା ବର୍ଷରୁ ତୃତୀୟରୁ ଅଷ୍ଟମ ଶ୍ରେଣୀ ପିଲାଙ୍କୁ ମିଳିବ ଶାରୀରିକ ଶିକ୍ଷା -
ଅନାସ୍ଥା ଖାରଜ ପରେ ସଂସଦକୁ ସମ୍ବୋଧିତ କଲେ ଓମ୍ ବିର୍ଲା,କହିଲେ ସଂସଦଠାରୁ ଉପରେ ନୁହଁନ୍ତି ବିରୋଧି ଦଳର ନେତା-ପ୍ରଧାନମନ୍ତ୍ରୀ












Click it and Unblock the Notifications