Get Updates
Get notified of breaking news, exclusive insights, and must-see stories!

କଳା କ୍ଷେତ୍ରରେ ଅଭିନେତା ମିଥୁନ୍ ଚକ୍ରବର୍ତ୍ତୀଙ୍କୁ ପଦ୍ମଭୂଷଣ ସମ୍ମାନ, ଭେଙ୍କେୟା ନାଇଡୁଙ୍କୁ ପଦ୍ମ ବିଭୂଷଣ

Padma awards: ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି । ରାଷ୍ଟ୍ରପତି ଭବନରେ ସ୍ୱତନ୍ତ୍ର କାର୍ଯ୍ୟକ୍ରମର ଆୟୋଜନ କରାଯାଇ ଏହି ପୁରସ୍କାର ପ୍ରଦାନ କରାଯାଇଛି । ପୂର୍ବତନ ଉପରାଷ୍ଟ୍ରପତି ଏସ୍ ଭେଙ୍କେୟା ନାଇଡୁଙ୍କୁ ପଦ୍ମ ବିଭୂଷଣ ସମ୍ମାନରେ ସମ୍ମାନିତ କରାଯାଇଛି ।

Padma awards

ସେହିପରି କଳା କ୍ଷେତ୍ରରେ ଭାରତନାଟ୍ୟମ ନୃତ୍ୟଶିଳ୍ପୀ ପଦ୍ମା ସୁବ୍ରମଣ୍ୟଙ୍କୁ ପଦ୍ମ ବିଭୂଷଣ ପ୍ରଦାନ କରାଯାଇଛି ସେହିପରି ବଲିଉଡ ଅଭିନେତା ମିଥୁନ ଚକ୍ରବର୍ତ୍ତୀ, କଣ୍ଠଶିଳ୍ପୀ ଉଷା ଉଥୁପଙ୍କୁ ପଦ୍ମ ଭୂଷଣରେ ସମ୍ମାନିତ କରାଯାଇଛି ।

ସେହିପରି ସମାଜସେବା ପାଇଁ ବିନ୍ଦେଶ୍ୱର ପାଠକଙ୍କୁ ମରଣୋତ୍ତର ଭାବେ ପଦ୍ମ ବିଭୂଷଣ ପୁରଷ୍କାରରେ ସମ୍ମାନୀତ କରାଯାଇଛି । ମେଡିସିନ୍ ପାଇଁ ମନୋହର କ୍ରିଷ୍ଣା, ଟେନିସ ଖେଳାଳି ରୋହନ ବୋପାନ୍ନାଙ୍କୁ ପଦ୍ମଶ୍ରୀ ସମ୍ମାନରେ ସମ୍ମାନୀତ କରାଯାଇଛି । ଆଜି ରାଷ୍ଟ୍ରପତି ଭବନରେ ଆୟୋଜିତ ଭବ୍ୟ ଉତ୍ସବରେ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଛି । ତେବେ ଆପଣଙ୍କୁ ଜଣାଇବା ପାଇଁ ଚାହିଁବୁ ଯେ ବିଭିନ୍ନ କ୍ଷେତ୍ରରେ ପାରଦର୍ଶିତା ପାଇଁ ପଦ୍ମ ପୁରସ୍କାର ପ୍ରଦାନ କରାଯାଇଥାଏ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+