ଆଜି ସାଉଦି ଆରବରେ ହେବ ଆଇପିଏଲର ମେଗା ନିଲାମୀ, ଦୁଇ ଦିନ ଧରି ଚାଲିବ କାର୍ଯ୍ୟକ୍ରମ

ଆଜି ସାଉଦି ଆରବରେ ହେବ ଆଇପିଏଲର ମେଗା ନିଲାମୀ। ଆଜି ଓ ଆସନ୍ତାକାଲି ଦୁଇଦିନ ପାଇଁ ଏହି ନିଲାମୀ ହେବ । ୨୦୪ ସ୍ଥାନ ପାଇଁ ଅଛନ୍ତି ୫୭୭ ଜଣ ଦାବିଦାର ଅଛନ୍ତି । ତିନି ଭାରତୀୟ ଖେଳାଳି ଶ୍ରେୟାସ ଆୟାର, ରିଷଭ ପନ୍ତ ଓ କେଏଲ୍ ରାହୁଲଙ୍କ ଉପରେ ସମସ୍ତଙ୍କ ନଜର ରହିଛି । ତେବେ ମୁଖ୍ୟ ଆକର୍ଷଣ ସାଜିବେ ୪୩ ବର୍ଷୀୟ ଆଣ୍ଡରସନ୍ ଓ ୧୩ ବର୍ଷୀୟ ବୈଭବ ସୂର୍ୟ୍ୟବଂଶୀ ।

IPL 2025

ଭାରତୀୟ ସମୟ ଅନୁଯାୟୀ, ମେଗା ନିଲାମ ଅପରାହ୍ନ ୩ଟା ୩୦ରୁ ଆରମ୍ଭ ହେବ । ୧୦ଟି ଟିମରେ ୨୦୪ଟି ସ୍ଥାନ ଖାଲି ରହିଛି । ଏଥିମଧ୍ୟରୁ ୭୦ଟି ବିଦେଶୀ ଖେଳାଳିଙ୍କ ପାଇଁ ରହିଛି । ମୋଟ ୮ଟି ବର୍ଗରେ ଖେଳାଳିଙ୍କ ମୂଲ୍ୟ ନିର୍ଦ୍ଦାରଣ କରା ଯାଇଛି । ଏହି ମେଗା ନିଲାମରେ ୮୨ ଖେଳାଳିଙ୍କ ମୂଳ ମୂଲ୍ୟ ୨ କୋଟି ହୋଇଥିବାବେଳେ ୨୭ ଖେଳାଳିଙ୍କ ମୂଳ ମୂଲ୍ୟ ୧.୫୦ କୋଟି ଟଙ୍କା । ଏଥି ସହିତ ଏହି ତାଲିକାରେ ୨୩ ଜଣ ଖେଳାଳି ଅଛନ୍ତି, ଯାହାଙ୍କର ମୂଳ ମୂଲ୍ୟ ୧ କୋଟି ଟଙ୍କା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+