ପୁଣି ବଡ ପଦକ୍ଷେପ ନେବେ ମୋଦି ସରକାର, ଆଜି ୭୧ ହଜାର ଅଧିକ ନିଯୁକ୍ତି ପତ୍ର ବାଣ୍ଟିବେ ପ୍ରଧାନମନ୍ତ୍ରୀ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଆଜି ୭୧ ହଜାରରୁ ଅଧିକ ମନୋନୀତ ପ୍ରାର୍ଥୀଙ୍କୁ ନିଯୁକ୍ତି ପତ୍ର ବଣ୍ଟନ କରିବେ। ଦେଶର ୪୫ଟି ସ୍ଥାନରେ ଅନୁଷ୍ଠିତ ନିଯୁକ୍ତି ମେଳାରେ ପ୍ରଧାନମନ୍ତ୍ରୀ ଭିଡିଓ କନଫରେନ୍ସିଂ ମାଧ୍ୟମରେ ଯୋଗଦେଇ ନିଯୁକ୍ତି ପତ୍ର ବଣ୍ଟନ କରିବେ।

ନିଯୁକ୍ତି ପତ୍ର ପାଇବାକୁ ମନୋନୀତ ପ୍ରାର୍ଥୀ କେନ୍ଦ୍ର ସରକାରଙ୍କ ଗୃହ ମନ୍ତ୍ରାଳୟ, ଡାକ ବିଭାଗ , ଉଚ୍ଚ ଶିକ୍ଷା ବିଭାଗ , ସ୍ଵାସ୍ଥ୍ୟ ବିଭାଗ , ଅର୍ଥ ବିଭାଗ ସହ ଅନ୍ୟାନ୍ୟ ବିଭାଗ ଲାଗି କାମ କରିବେ। ଏହି ଅବସରରେ ପ୍ରଧାନମନ୍ତ୍ରୀ ଉଦବୋଧନ ଦେବାର ମଧ୍ୟ କାର୍ଯ୍ୟକ୍ରମ ରହିଛି।












Click it and Unblock the Notifications