ଆଜି ହୋଇପାରେ ଦିଲ୍ଲୀ ମୁଖ୍ୟମନ୍ତ୍ରୀଙ୍କ ନାଁ ଘୋଷଣା, ଆଗରେ ଏହି ସବୁ ନେତା

ହଟୁନି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ସସପେନ୍ସ । ଆଜି ମୁଖ୍ୟମନ୍ତ୍ରୀ ନାଁରେ ବାଜିପାରେ ମୋହର। ସନ୍ଧ୍ୟାରେ ବିଜେପି ବିଧାୟକ ଦଳର ବୈଠକ ବସିବ। ଏଥିରେ କିଏ ମୁଖ୍ୟମନ୍ତ୍ରୀ ହେବେ, ସ୍ଥିର ହେବାର ଖୁବ୍ ସମ୍ଭାବନା ରହିଛି ।

dilhi bjp

ଶପଥଗ୍ରହଣ ସମାରୋହ ଦିଲ୍ଲୀର ରାମଲୀଳା ମୈଦାନରେ ହେବ । ଏଥିପାଇଁ ମଞ୍ଚକୁ ପ୍ରସ୍ତୁତ କରାଯାଉଛି । ଜୋର ଶୋରରେ ଚାଲିଛି ଶପଥ ଗ୍ରହଣ ଉତ୍ସବ ପାଇଁ ପ୍ରସ୍ତୁତି କାମ। ୨୦ ଫେବୃଆରୀ ଦିନ ଶପଥ ଗ୍ରହଣ ସମାରୋହ ରାମଲିଲା ମୈଦାନରେ ହେବା ସମ୍ଭାବନା ରହିଛି । ୨୭ବର୍ଷ ପରେ ଦେଶର ରାଜଧାନୀରେ ଦିଲ୍ଲୀରେ ବିଜେପି ସରକାର ଗଠନ କରିଛି। କୁହାଯାଉଛି, ଅପରାହ୍ନ ୩.୩୦ରେ ଭାଜପା ବିଧାୟକ ଦଳର ଏକ ବୈଠକ ହେବ ଏବଂ ଏହି ବୈଠକରେ ମୁଖ୍ୟମନ୍ତ୍ରୀଙ୍କ ଚେହେରା ଚୟନ କରାଯିବ । ଶପଥଗ୍ରହଣ ସମାରୋହରେ ପ୍ରଧାନମନ୍ତ୍ରୀ, କେନ୍ଦ୍ର ଗୃହମନ୍ତ୍ରୀ ଓ ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଯୋଗଦେବେ । ଏନଡିଏର ସହଯୋଗୀ ଦଳ ନେତା ବି ଏଥିରେ ସାମିଲ ହେବେ । ଏନଡିଏ ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ବି ଶପଥଗ୍ରହଣ ସମାରୋହରେ ସାମିଲ ହେବେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+