ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟର ନାମ, ଏବେ ସେବାତୀର୍ଥ ନାମରେ ଜଣାଯିବ

ବଦଳିଲା ପ୍ରଧାନମନ୍ତ୍ରୀଙ୍କ କାର୍ଯ୍ୟାଳୟ(PMO)ର ନାମ । ଏବେ ଏହାକୁ ସେବାତୀର୍ଥ ନାମରେ ଜଣାଯିବ । ଏହାର ଉଦ୍ଦେଶ୍ୟ ଶାସନରେ ସେବାର ଭାବନକୁ ବଢାଇବା । ଏହି ପରିବର୍ତ୍ତନ କେବଳ ଗୋଟିଏ ନୁହେଁ, ଦେଶର ଅନେକ ସରକାରୀ ଭବନ ଏବଂ ରାସ୍ତାର ନାମକୁ କିଛି ଦିନ ଭିତରେ ପରିବର୍ତ୍ତନ କରାଯିବ ।

Prime Minister s Office

ସେହିପରି କେନ୍ଦ୍ର ସଚିବାଳୟର ମଧ୍ୟ ନୂଆ ନାମ ହୋଇଛି । ଏବେ କେନ୍ଦ୍ରୀୟ ସଚିବାଳୟର ନାମ କର୍ତ୍ତବ୍ୟ ଭବନ ନାମରେ ଜଣାଶୁଣା ହେବ । ସରକାରଙ୍କ କହିବା ମୁତାବକ, ଏହି ପରିବର୍ତ୍ତନ କେବଳ ନାମ ଯାଏଁ ସୀମିତ ନାହିଁ, ବରଂ ସରକାର ଜନତାଙ୍କ ସେବା ପାଇଁ ଉତ୍ସର୍ଗୀକୃତ ବୋଲି ବାର୍ତ୍ତା ଦେଉଛି । ଏହି ପରିବର୍ତ୍ତନ ଶାସନକୁ ପ୍ରାଥମିକତାର ନୂଆ ବିଚାରକୁ ଦର୍ଶାଇଥାଏ ।

ସେହିପରି ସମଗ୍ର ଦେଶରେ ଥିବା ରାଜଭବନ ନାମ ପରିବର୍ତ୍ତନ କରାଯାଇ ଲୋକ ଭବନ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+