ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ଜ୍ଞାନେଶ କୁମାର

ନୂଆ ନିର୍ବାଚନ କମିଶନର ଭାବେ ଦାୟିତ୍ବ ନେଲେ ଜ୍ଞାନେଶ କୁମାର । ରାଜୀବ କୁମାରଙ୍କ ସ୍ଥାନରେ ସେ ଦାୟିତ୍ବ ନେଇଛନ୍ତି। ଦାୟିତ୍ବ ନେବା ପରେ ଜ୍ଞାନେଶ କୁମାର କହିଛନ୍ତି, ରାଷ୍ଟ୍ର ନିର୍ମାଣ ପାଇଁ ପ୍ରଥମ ପଦକ୍ଷେପ ହେଉଛି ମତଦାନ । ୧୮ ବର୍ଷରୁ ଅଧିକ ଭାରତର ସମସ୍ତ ନାଗରିକ ଭୋଟ୍ ଦେବା ଆବଶ୍ୟକ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ନେତୃତ୍ଵାଧୀନ ଚୟନ ବୈଠକରେ ମୁଖ୍ୟ ନିର୍ବାଚନ କମିଶନର ଭାବରେ ଜ୍ଞାନେଶ କୁମାରଙ୍କ ନାଁ ଉପରେ ମୋହର ବାଜିଥିଲା । ୧୯୮୮ ବ୍ୟାଚର କେରଳ କ୍ୟାଡର ଆଇଏଏସ ହେଉଛନ୍ତି ଜ୍ଞାନେଶ କୁମାର । ୨୬ ଜାନୁଆରୀ ୨୦୨୯ ପର୍ୟ୍ୟନ୍ତ ସେ ଦାୟିତ୍ବରେ ରହିବେ । ଏହି ସମୟରେ ୨୦ ରାଜ୍ୟ ଓ ଗୋଟିଏ କେନ୍ଦ୍ର ଶାସିତ ଅଞ୍ଚଳର ନିର୍ବାଚନ ରହିଛି ।

gyanesh kumar
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+