ପ୍ରକାଶ ପାଇଲା ରାଜ୍ୟସଭା ଉପ ନିର୍ବାଚନ ପାଇଁ ବିଜ୍ଞପ୍ତି, ଓଡ଼ିଶା ସହିତ ୬ ରାଜ୍ୟରେ ପଡ଼ିବ ଭୋଟ

ରାଜ୍ୟସଭା ଉପନିର୍ବାଚନ ପାଇଁ ଆଜି ପ୍ରକାଶ ପାଇଛି ବିଜ୍ଞପ୍ତି । ଓଡ଼ିଶା ସମେତ ୪ ରାଜ୍ୟରେ ଖାଲି ପଡ଼ିଥିବା ୬ଟି ଆସନ ହେବ ଉପନିର୍ବାଚନ । ଏନେଇ ବିଧାନସଭା ସଚିବାଳୟ ପକ୍ଷରୁ ବିଧିବଦ୍ଧ ବିଜ୍ଞପ୍ତି ପ୍ରକାଶ ପାଇଛି । ବିଜେଡିର ପୂର୍ବତନ ସାଂସଦ ସୁଜିତ କୁମାର ରାଜ୍ୟସଭା ସଦସ୍ୟ ପଦରୁ ଇସ୍ତଫା ଦେବା ପରେ ଗୋଟିଏ ଆସନ ଖାଲିପଡ଼ିଛି।

Rajya Sabha by-elections

ଏଥିପାଇଁ ଡିସେମ୍ବର ୨୦ ତାରିଖରେ ରାଜ୍ୟସଭା ପାଇଁ ଉପନିର୍ବାଚନ ହେବ। ୧୦ ତାରିଖ ନାମାଙ୍କନର ଶେଷ ତାରିଖ ରହିଛି। ୧୧ ତାରିଖ ନାମାଙ୍କନ ଯାଞ୍ଚ ହେବ ଓ ୧୩ ତାରିଖ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ବିଧାନସଭାରେ ସଂଖ୍ୟା ଦୃଷ୍ଟିରୁ ଓଡ଼ିଶାର ରାଜ୍ୟସଭା ଆସନ ବିଜେପି ଖାତାକୁ ଯିବ। ତେବେ କିଏ ରାଜ୍ୟସଭାକୁ ଯିବେ ତାକୁ ନେଇ କଳ୍ପନା ଜଳ୍ପନା ଆରମ୍ଭ ହୋଇଛି । ମମତା ମହାନ୍ତଙ୍କ ପରି ବିଜେପି ସୁଜିତ କୁମାରଙ୍କୁ ରାଜ୍ୟସଭାକୁ ପଠାଇବ ନା ଆଉ କାହାକୁ ପ୍ରାର୍ଥୀ କରିବ ତାକୁ ନେଇ ଚର୍ଚ୍ଚା ଜୋର ଧରିଛି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+