Get Updates
Get notified of breaking news, exclusive insights, and must-see stories!

ଶିକ୍ଷକ ହୋଇ ପୁଣି ସ୍କୁଲ ପିଲାଙ୍କୁ ପାଠ ପଢ଼ାଇଲେ ରାଷ୍ଟ୍ରପତି

ପୁଣିଥରେ ନିଜର ପୁରୁଣା ସ୍ମୃତିକୁ ମନେ ପକାଉଛନ୍ତି ଦେଶର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ। ଶିକ୍ଷକ ହୋଇ ସ୍କୁଲ ପିଲାଙ୍କୁ ପାଠ ପଢ଼ାଉଛନ୍ତି ।

President Draupadi Murmu

ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ରାଷ୍ଟ୍ରପତି ଭାବେ ୨ ବର୍ଷ ପୂରଣ କରିବା ପରେ ପିଲାଙ୍କୁ ପାଠ ପଢ଼ାଇଛନ୍ତି। ସେ ଡକ୍ଟର ରାଜେନ୍ଦ୍ର ପ୍ରସାଦ କେନ୍ଦ୍ରୀୟ ବିଦ୍ୟାଳୟର ନବମ ଶ୍ରେଣୀ ଛାତ୍ରୀଛାତ୍ରଙ୍କୁ ପାଠ ପଢ଼ାଇଛନ୍ତି।ରାଷ୍ଟ୍ରପତି ପିଲାମାନଙ୍କୁ ଗ୍ଲୋବାଲ ଓ୍ବାର୍ମିିଂ ବିଷୟରେ ପଢ଼ାଇଛନ୍ତି।

ସେ ପିଲାଙ୍କୁ କିଛି ପ୍ରଶ୍ନ ପଚାରିଥିଲେ। ଯେପରିକି ଆମର କେତୋଟି ଋତୁ। ସେଥିମଧ୍ୟରୁ ଆମେ କେଉଁ ଋତୁକୁ ଅନୁଭବ କରୁଛେ। ପିଲାମାନେ ମଧ୍ୟ ଖୁବ୍‌ ସୁନ୍ଦର ଭାବେ ଉତ୍ତର ରଖିଛନ୍ତି। ପିଲାମାନେ କହିଥିଲେ, ଆମେ ୩ଟି ଋତୁକୁ ଅନୁଭବ କରୁଛେ।

ରାଷ୍ଟ୍ରପତି ପୁଣି ପଚାରିଥିଲେ କେଉଁ ଋତୁକୁ ସବୁଠୁ ଅଧିକ ଅନୁଭବ କରୁଛେ। ଜଣେ ଛାତ୍ରୀ ଉତ୍ତର ଦେଇଥିଲେ ଗ୍ରୀଷ୍ମ ଋତୁ। ରାଷ୍ଟ୍ରପତି କହିଥିଲେ ଏହାର କାରଣ ହେଉଛି ଗ୍ଲୋବାଲ ଓ୍ବାର୍ମିଂ ବା ପରିବେଶ ପ୍ରଦୂଷଣ। ରାଷ୍ଟ୍ରପତି ବହୁତ ଖୁସି ଥିଲେ ପିଲାମାନଙ୍କ ସହ ମିଶି। ପିଲାମାନେ ମଧ୍ୟ ରାଷ୍ଟ୍ରପତିଙ୍କୁ ପାଖରେ ପାଇ ବହୁତ ଆନନ୍ଦିତ ହୋଇଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+