ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ!

ଓଡ଼ିଶା ଆସିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି।ରାଜ୍ୟରେ ବିଜେପି ସରକାର ୨ ବର୍ଷ ପୂର୍ତ୍ତି ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଯୋଗ ଦେବା ନେଇ ସମ୍ଭାବନା ରହିଛି।ପ୍ରଧାନମନ୍ତ୍ରୀ ଓଡ଼ିଶା ଆସିବେ ନେଇ ଗ୍ରୀନ ସିଗନାଲ ମିଳିଛି ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ।ଗତ ୪ ଦିନ ତଳେ ଦିଲ୍ଲୀରେ ପ୍ରଧାନମନ୍ତ୍ରୀଙ୍କୁ ଓଡ଼ିଶା ଆସିବାକୁ ନିମନ୍ତ୍ରଣ ଦେଇଥିଲୁ।ଜୁନ୍ ୧୨, ଜୁନ୍ ୨୦ କିମ୍ବା ସେପ୍ଟେମ୍ବର ୧୭ରେ ନିଜର ସମୟ ଦିଅନ୍ତୁ ବୋଲି ଅନୁରୋଧ କରାଯାଇଛି ।ଆଜି ଏନେଇ ମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି । ଏଠାରେ ଉଲ୍ଲେଖନୀୟ ଯେ ଚାରି ଦିନ ପୂର୍ବେ ନୂଆଦିଲ୍ଲୀରେ ମୋଦିଙ୍କ ସହ ସାକ୍ଷାତ ସମୟରେ ମାଝୀ ତାଙ୍କୁ ତାଙ୍କ ସରକାରଙ୍କ ଦ୍ୱିତୀୟ ବାର୍ଷିକୀ ସମାରୋହରେ ଯୋଗଦେବା ପାଇଁ ନିମନ୍ତ୍ରଣ କରିଥିଲେ।ମୁଖ୍ୟମନ୍ତ୍ରୀ ଘୋଷଣା କରିଥିଲେ ଯେ ସେ ପ୍ରଧାନମନ୍ତ୍ରୀଙ୍କୁ ଜୁନ୍ ୧୨ କିମ୍ବା ଜୁନ୍ ୨୦ କିମ୍ବା ସେପ୍ଟେମ୍ବର ୧୭ ତାରିଖରେ ଏହି ଉତ୍ସବ ପାଇଁ ଓଡ଼ିଶା ଗସ୍ତ କରିବାକୁ ଅନୁରୋଧ କରିଛନ୍ତି ।

mohan majhi
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+