ଆଜି ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ସଂସଦରେ ମତ ରଖିବେ ପ୍ରଧାନମନ୍ତ୍ରୀ

ସଂସଦରେ ଜବାବ ରଖିବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ । ବଜେଟ୍ ଅଧିବେଶନର ଆଜି ଚତୁର୍ଥ ଦିନରେ ପ୍ରଧାନମନ୍ତ୍ରୀ ମୋଦୀ ଅପରାହ୍ଣ ୫ଟାରେ ନିଜ ମନ୍ତବ୍ୟ ରଖିବେ। ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ମତ ରଖିବେ ମୋଦୀ । ବଜେଟ୍ ଅଧିବେଶନର ପ୍ରଥମ ଦିନରେ ୧ ଘଣ୍ଟା ଧରି ଅଭିଭାଷଣ ରଖିଥିଲେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ଏହାପରେ ରାଷ୍ଟ୍ରପତିଙ୍କ ଅଭିଭାଷଣ ଉପରେ ସମସ୍ତେ ନିଜ ନିଜ ମତ ରଖୁଛନ୍ତି ।

narendra modi

ଗତକାଲି ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ନିଜ ମତ ରଖିଥିବାବେଳେ ଆଜି ପ୍ରଧାନମନ୍ତ୍ରୀ ମୋଦୀ ନିଜ ମତ ରଖିବେ। ଏହାସହ ରାଜ୍ୟସଭା ସାଂସଦ ସୋନିଆ ଗାନ୍ଧୀ ଓ ଲୋକସଭାର ନିର୍ଦଳୀୟ ସାଂସଦ ପପୁ ଯାଦବଙ୍କ ବିରୋଧରେ ବିଶେଷାଧିକାର କ୍ଷୁର୍ଣ୍ଣ କରିବା ପାଇଁ ପ୍ରସ୍ତାବ ଆଗତ ହୋଇପାରେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+