କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରୀ କଲେ ବଡ ଖୁଲାସା; କହିଲେ ଯୁବପୀଢିଙ୍କ ହଠାତ୍ ମୃତ୍ୟୁ ପଛରେ ନାହିଁ କରୋନା ଟିକାର ଭୂମିକା

କୋଭିଡକୁ ନେଇ ସ୍ବାସ୍ଥ୍ୟମନ୍ତ୍ରୀ ଜେପି ନଡ୍ଡାଙ୍କ ବଡ଼ ବୟାନ । କହିଲେ, ଯୁବପୀ ଢିଙ୍କ ହଠାତ୍ ମୃତ୍ୟୁ ପଛରେ ନାହିଁ କରୋନା ଟିକାର ଭୂମିକା । ଆଇସିଏମଆର ଷ୍ଟଡିର ରିପୋର୍ଟକୁ ନେଇ ଏବେ ଚର୍ଚ୍ଚା। ରାଜ୍ୟସଭାରେ ଏ ସମ୍ପକରେ ଉତ୍ତର ରଖିଛନ୍ତି ଜେ.ପି ନଡ୍ଡା ।

Health Minister

ଅ୍ରାକିକାଲି ଅନେକ ଲୋକଙ୍କର ଅକାଳରେ ମୃତ୍ୟୁ ହେଉଥିବାବେଳେ ଏହାର କାରଣ ଟିକା ନୁହେଁ ବୋଲି ମନ୍ତ୍ରୀ ସ୍ପଷ୍ଟ କରିଛନ୍ତି। କୋଭିଡ ୧୯ ଟିକା ଯୋଗୁ ମୃତ୍ୟୁ ହେଉନାହିଁ। ବରଂ କୋଭିଡ ଟିକା ଯୋଗୁଁ ମୃତ୍ୟୁ ହାର କମିଛି ବୋଲି କହିଛନ୍ତି ନଡ୍ଡା । ପୂର୍ବରୂ କୋଭିଡ ଟିକା ପାଇଁ ଯୁବପିଢିଙ୍କ ହଠାତ ମୃତ୍ୟୁ ହୋଇଥିବା ନେଇ ରିପୋର୍ଟ ଆସିଥିଲା । କିନ୍ତୁ ଆଇସିଏମଆର ଷ୍ଟଡି ରିପୋର୍ଟ ଅନୁଯାୟୀ, ଅକ୍ଟୋବର ୨୦୨୧ରୁ ମାର୍ଚ୍ଚ ୨୦୨୩ ମଧ୍ୟରେ ୧୮ରୁ ୪୫ ବର୍ଷିୟ ଲୋକଙ୍କ ମଧ୍ୟରେ ହଠାତ୍ ମୃତ୍ୟୁ ହୋଇଥିଲା। ଏଭଳି ୭୨୯ ଲୋକଙ୍କ ହଠାତ୍ ମୃତ୍ୟୁ ପରେ କୋଭିଡ ଟିକା ଉପରେ ପ୍ରଶ୍ନ ଉଠିଥିଲା । କିନ୍ତୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ବୟାନ ପରେ ଏହି ଆଶଙ୍କା ଦୂର ହୋଇଛି।*

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+