ତାଜ୍ ଏକ୍ସପ୍ରେସ୍ ଟ୍ରେନ୍ରେ ଭୟଙ୍କର ଅଗ୍ନିକାଣ୍ଡ, ହୁତୁହୁତୁ ହୋଇ ଜଳୁଛି ବଗି
ତାଜ୍ ଏକ୍ସପ୍ରେସ୍ ଟ୍ରେନ୍ରେ ଆଜି ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଟ୍ରେନ୍ର ୪ଟି ବଗିରେ ନିଆଁ ଲାଗି ଯାଇଛି। ଦକ୍ଷିଣ-ପୂର୍ବ ଦିଲ୍ଲୀର ସରିତା ବିହାର ନିକଟରେ ଘଟିଛି ଏହି ଘଟଣା। ନିଆଁ ଲିଭା କାର୍ଯ୍ୟ ଜାରି ରହିଛି।

ଦିଲ୍ଲୀ ଅଗ୍ନିଶମ ବାହିନୀର ଜଣେ ଅଧିକାରୀ କହିଛନ୍ତି, ତାଜ୍ ଏକ୍ସପ୍ରେସ୍ ଟ୍ରେନ୍ର ଚାରିଟି କୋଚ୍ରେ ନିଆଁ ଲାଗିଥିବା ନେଇ ଅପରାହ୍ନ ୪ଟା ୨୪ ମିନିଟ୍ରେ ଆମେ ଏକ ଫୋନ୍ କଲ୍ ପାଇଥିଲୁ। ଏହା ପରେ ୮ଟି ଦମକଳ ଗାଡ଼ିକୁ ସେଠାକୁ ପଠାଯାଇଥିଲା। ନିଆଁ ଲିଭା କାର୍ଯ୍ୟ ଜାରି ରହିଛି।












Click it and Unblock the Notifications