ଏଥର ଆସିବ ଶୀଘ୍ର ମୌସୁମୀ , ମେ'୨୭ କେରଳ ଛୁଇଁବ ଦକ୍ଷିଣ-ପଶ୍ଚିମ ମୌସୁମୀ
ଏଥର ସଅଳ ଆସିବ ମୌସୁମୀ। ଗତ ବର୍ଷ ମଇ ୩୦ ତାରିଖରେ ମୌସୁମୀ ବାୟୁ କେରଳ ଛୁଇଁଥିଲା । ହେଲେ ୨୦୨୫ରେ ମଇ ୨୭ ତାରିଖ ସୁଦ୍ଧା ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଦେଶର ମୁଖ୍ୟ ଭୂଖଣ୍ଡ କେରଳ ନିକଟରେ ଛୁଇଁବା ସମ୍ଭାବନା ରହିଛିl ଏନେଇ ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।

୨୦୦୫ରୁ ୨୦୨୪ ଯାଏ କେବଳ ଗୋଟିଏ ବର୍ଷ(୨୦୧୫)କୁ ବାଦ୍ ଦେଲେ ଅନ୍ୟ ସବୁ ଥରର ଆକଳନ ସଠିକ୍ ହୋଇଥିବା ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି।












Click it and Unblock the Notifications