Get Updates
Get notified of breaking news, exclusive insights, and must-see stories!

ସଂସଦ ଭବନକୁ ବୋମା ପକାଇ ଉଡ଼ାଇ ଦେବାକୁ ଆସିଲା ଧମକ, ପୋଲିସର ତଦନ୍ତ ଆରମ୍ଭ

ସଂସଦ ଭବନକୁ ବୋମାରେ ଉଡ଼ାଇ ଦେବାକୁ ଧମକ ମିଳିଛି । ୧୩ ତାରିଖ ଦିନ ରାତି ୧ଟା ୧୧ରେ ବିସ୍ଫୋରଣ କରାଇବାକୁ ଧମକ ଦିଆଯାଇଛି । ସଂସଦ ଭବନ ସହ ଆଉ ୯ଟି ସ୍କୁଲକୁ ବି ଆସିଛି ବୋମା ଧମକ । ଖଲିସ୍ତାନ ନାଁରେ ମେଲ୍ରେ ଆସିଛି ଧମକ । ଦିଲ୍ଲୀକୁ ଖଲିସ୍ତାନ କରିବାକୁ ମେଲ୍ରେ ଉଲ୍ଲେଖ କରାଯାଇଛି । ବୋମା ଧମକ ପରେ ରାଜଧାନୀ ଦିଲ୍ଲୀରେ ହାଇଆଲର୍ଟ ଜାରି ହୋଇଛି । ଦିଲ୍ଲୀ ପୁଲିସ, ଅଗ୍ନିଶମ ଟିମ୍, ବମ୍ ସ୍କ୍ବାଡ୍ର ତନ୍ନତନ୍ନ ଯାଞ୍ଚ କରୁଛନ୍ତି ।

Parliament building
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+