Get Updates
Get notified of breaking news, exclusive insights, and must-see stories!

ଲୋକ ସଭାରେ ପାରିତ ହେଲା ଭାରତୀୟ ନ୍ୟାୟ ସଂହିତା ବିଲ୍, ଆଉ ରହିବନି ବ୍ରିଟିଶ ଯୁଗର ପୁରୁଣା ଆଇନ

ନୂଆଦିଲ୍ଲୀ : ବଦଳିଲା ବ୍ରିଟିଶ ଯୁଗର ଆଇନ । ଅପରାଧିକ ଆଇନ ସହ ଜଡିତ ତିନୋଟି ବିଲ୍ ଲୋକସଭା ଦଆଜି ପାରିତ ହୋଇଛି। ରାଜ୍ୟସଭା ପରେ ଲୋକସଭାରେ ପାରିତ ହୋଇଛି ଭାରତୀୟ ନ୍ୟାୟ ସଂହିତା ବିଲ୍‌। ଏଣିକି ଆଉ ରହିବନି ଆଇପିସି, ସିଆରପିସି ଓ ଆଇଇଏ। ଏବେ ଅପରାଧ ପାଇଁ ଭାରତୀୟ ନ୍ୟାୟ ସଂହିତା ବଳରେ ଦଣ୍ଡବିଧାନ କରାଯିବ। ରାଷ୍ଟ୍ରପତିଙ୍କ ମୋହରକୁ ରହିଲା ଅପେକ୍ଷା ।

parlament

ଭାରତ ସରକାର ବ୍ରିଟିଶ ଅମଳର ଆଇନକୁ ବଦଳାଇବା ପାଇଁ ମୋଟ ୩ଟି ବିଲ୍‌ ଆଣିଥିଲେ। ୧୮୬୦ ମସିହାକୁ ପ୍ରଚଳିତ ଆଇପିସି ବଦଳରେ ଏବେ ଭାରତୀୟ ନ୍ୟାୟ ସଂହିତା ଲାଗୁ ହେବ। ସେହିପରି ସିଆରପିସି ବଦଳରେ ଭାରତୀୟ ନାଗରିକ ସୁରକ୍ଷା ଓ ଭାରତୀୟ ପ୍ରମାଣ ଆଇନ ୧୮୭୨(ଆଇଇଏ) ବଦଳରେ ଭାରତୀୟ ସାକ୍ଷ୍ୟ ଆଇନ ଲାଗୁ କରାଯିବ।

ଆଜି ସ୍ୱରାଷ୍ଟ୍ର ମନ୍ତ୍ରୀ ଅମିତ ଶାହ ଏହାକୁ ଆଜି ଲୋକସଭାରେ ଉପସ୍ଥାପନ କରିଥିଲେ। ଏହାପରେ ସେ ବିଲ୍‌ରେ ଥିବା ବ୍ୟବସ୍ଥା ସମ୍ପର୍କରେ ବିସ୍ତୃତ ତଥ୍ୟ ଦେଇଥିଲେ। ବିରୋଧୀ ଦଳର ଅଧିକାଂଶ ସାଂସଦ ନିଲମ୍ବିତ ହୋଇଥିବାରୁ ଲୋକସଭା ପୂରା ଖାଲି ପଡ଼ିଥିଲା। ଏହାରି ଭିତରେ ଅମିତ ଶାହ ୩ ବିଲ୍‌ ସମ୍ପର୍କରେ ବିସ୍ତୃତ ତଥ୍ୟ ଉପସ୍ଥାପନ କରିଥିଲେ। ଏଥିସହ ୩ ବିଲ୍‌କୁ ବିନା ବିରୋଧରେ ପାସ୍‌ ମଧ୍ୟ କରାଇଥିଲେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+