ଦିଲ୍ଲୀରେ ୨ଟି ସ୍କୁଲ୍କୁ ବୋମାରେ ଉଡ଼ାଇ ଦେବାକୁ ଧମକ
ଦିଲ୍ଲୀରେ ଦୁଇଟି ସ୍କୁଲରେ ବୋମା ବିସ୍ଫୋରଣ ଧମକ । ଚାଣକ୍ୟପୁରୀର ନେଭି ସ୍କୁଲ ଓ ଦ୍ବାରକାର CRPF ସ୍କୁଲକୁ ବୋମାରେ ଉଡାଇଦେବାକୁ ଧମକପୂର୍ଣ୍ଣ ଇମେଲ ମିଳିବା ପରେ ବୋମା ନିଷ୍କ୍ରିୟକାରୀ ଟିମର ତନାଘନା ଆରମ୍ଭ ହୋଇଛି ।

ସ୍କୁଲ ପକ୍ଷରୁ ଅଭିଯୋଗ ପରେ ସର୍ଚ୍ଚ ଅପରେସନ ଜାରି ରହିଛି । ସାଇବର ପୋଲିସ ପକ୍ଷରୁ ଇମେଲକୁ ନେଇ ଯାଞ୍ଚ ଆରମ୍ଭ ହୋଇଛି । ଦିଲ୍ଲୀ ପୋଲିସ ପକ୍ଷରୁ ଉଭୟ ସ୍କୁଲ୍ରେ ତଲାସୀ ଜାରି ।
More From
-
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଉପ ମୁଖ୍ୟମନ୍ତ୍ରୀଙ୍କ ବଡ ଘୋଷଣା;କାଲି ମିଳିବ ସୁଭଦ୍ରା ଚତୁର୍ଥ କିସ୍ତି ଟଙ୍କା -
ରବିବାର ମହାମୁକାବିଲା; ଟିମ୍ ଇଣ୍ଡିଆର ପ୍ଲେଇଂ ଇଲେଭେନରେ ହେବ ବଡ଼ ପରିବର୍ତ୍ତନ! -
ପ୍ରଧାନମନ୍ତ୍ରୀଙ୍କୁ ଚିଠି ଲେଖିଲେ ଆନ୍ନା ହଜାରେ, ଜାଣନ୍ତୁ କେଉଁ କାରଣ ପାଇଁ ଲେଖିଲେ ପତ୍ର? -
ମମତା ବାନାର୍ଜୀଙ୍କ ଉପରେ ଅସନ୍ତୋଷ ପ୍ରକାଶ କଲେ ରାଷ୍ଟ୍ରପତି, କହିଲେ..... -
ରାଷ୍ଟ୍ରପତିଙ୍କୁ TMC ସରକାର ଅପମାନ କରିବା ଲଜ୍ଜାଜନକ ;ମୋଦି -
ସୋମବାର ଶ୍ରୀମନ୍ଦିରରେ ୪ ଘଣ୍ଟା ବନ୍ଦ ରହିବ ସର୍ବସାଧାରଣ ଦର୍ଶନ -
ଓଜନ ହ୍ରାସ ପାଇଁ କେଉଁ ପନିପରିବା ଖାଇବା ଉଚିତ ? -
ସୁଭଦ୍ରା ଯୋଜନା ହିତାଧିକାରୀଙ୍କ ଆକାଉଣ୍ଟକୁ ଗଲା ଚତୁର୍ଥ କିସ୍ତି ଟଙ୍କା, ପଠାଇଲେ ମୁଖ୍ୟମନ୍ତ୍ରୀ ମୋହନ ମାଝୀ -
ନବୋଦୟ ବିଦ୍ୟାଳୟର ୩ ଦଶମ ଛାତ୍ର ପାଣିରେ ବୁଡି ମୃତ -
ପଡୋଶୀ ଦେଶଗୁଡିକୁ କ୍ଷମା ମାଗିଲେ ଇରାନ ରାଷ୍ଟ୍ରପତି, ଜାଣନ୍ତୁ ଯୁଦ୍ଧ ଭିତରେ ଏମିତି କାହିଁକି କଲା ..... -
ଇରାନର ଯୁଦ୍ଧ ଜାହାଜକୁ ଆଶ୍ରୟ ଦେଲା ଭାରତ












Click it and Unblock the Notifications