ବୁଲା କୁକୁର ଆକ୍ରମଣରେ ତିନି ବର୍ଷର ଝିଅ ଆହତ
ହାଇଦ୍ରାବାଦରେ ଜଣେ ତିନି ବର୍ଷର ଝିଅ ଘର ବାହାରେ ଖେଳୁଥିବା ସମୟରେ ବୁଲା କୁକୁର ଆକ୍ରମଣର ଶିକାର ହୋଇଥିଲା । ପରେ ପରିବାର ଲୋକେ ଝିଅଟିକୁ ନିକଟସ୍ଥ ମେଡିକାଲକୁ ନେଇଥିଲେ । ବର୍ତ୍ତମାନ ତାଙ୍କ ଚିକିତ୍ସା ଜାରି ରହିଛି । ମୁହଁରେ ଗଭୀର ଆଘାତ ଲାଗିବା ଯୋଗୁଁ ୧୮ଟି ଷ୍ଟିଚ ପଡିଛି । ଏହି ଘଟଣା ଏବେ ସ୍ଥାନୀୟ ବାସିନ୍ଦା ମନରେ ଆତଙ୍କ ଖେଳା ଦେଇଛି ।

ବୁଲାକୁକୁରଙ୍କୁ ନିୟନ୍ତ୍ରଣ କରିବା ରେ ଗ୍ରେଟର ହାଇଦ୍ରାବାଦ ମ୍ୟୁନିସିପାଲ କର୍ପୋରେସନ ଅବହେଳା କରିଥିବା ଅଭିଯୋଗ କରିଛନ୍ତି । ଅଞ୍ଚଳରେ ବୁଲାକୁକୁରଙ୍କ ବଢୁଥିବା ଆତଙ୍କ ବିଷୟରେ ଅନଲାଇନ ପ୍ରତିନିଧିତ୍ୱ ସମେତ ଅନେକ ଅଭିଯୋଗ ଧଆଖଲ କରିଥିଲେ, କିନ୍ତୁ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିଲା । ସ୍ଥାନୀୟବାସୀ ଚେତାବନୀ ଦେଇ କହିଛନ୍ତି ଯେ ଯଦି ସମସ୍ୟାର ସମାଧାନ ନହୁଏ, ଏପରି ଘଟଣା ରୋକିବା ପାଇଁ ତୁରନ୍ତ ପଦକ୍ଷେପ ନିଆନ ଯାଏ, ତେବେ ସେମାନେ ଜିଏଚଏମସି କାର୍ଯ୍ୟାଳୟ ସମ୍ମୁଖରେ ପ୍ରତିବାଦ କରିବେ ।
More From
-
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ବାଚସ୍ପତିଙ୍କ ବିପକ୍ଷରେ ବିରୋଧୀଙ୍କ ଅବିଶ୍ୱାସ ପ୍ରସ୍ତାବ ଖାରଜ -
ଓଡ଼ିଶାର ଏହି ୯ଟି ଷ୍ଟେସନ ଦେଇ ଚାଲିବ ଅମୃତ ଭାରତ ଟ୍ରେନ୍ -
ଗ୍ୟାସ ସଙ୍କଟକୁ ଏଡାଇବା ପାଇଁ କେନ୍ଦ୍ର ସରକାରଙ୍କ ବଡ ନିଷ୍ପତ୍ତି; ଲାଗୁ କଲେ ESMA ଆଇନ -
ମଧ୍ୟପ୍ରାଚ୍ୟରେ ଲକ୍ଷ ଲକ୍ଷ ଫସିଛନ୍ତି ଓଡ଼ିଆ, ଫେରାଇ ଆଣିବାର ଅନୁରୋଧ କଲେ ନବୀନ -
ମହାରାଷ୍ଟ୍ର ରାଜ୍ୟସଭା ନିର୍ବାଚନ; ୨୬ ନେତା ନିର୍ଦ୍ୱନ୍ଦ୍ୱରେ ବିଜୟୀ -
ଡାଇବେଟିସରେ ରୋଗୀ ଭାତ ଖାଇବା ଉଚିତ୍ ନା ନୁହେଁ, ଜାଣନ୍ତୁ ଏନେଇ....











Click it and Unblock the Notifications