ଆଜି ମନ୍‍ କୀ ବାତ୍‍ର ୧୩୧ତମ ସଂସ୍କରଣ, ଦେଶବାସୀଙ୍କ ସହ ଭାବ ବିନିମୟ କରିବେ ପ୍ରଧାନମନ୍ତ୍ରୀ

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ପୂର୍ବାହ୍ନ ୧୧ଟା ସମୟରେ ଆକାଶବାଣୀର ମନ୍‍ କୀ ବାତ୍‍ କାର୍ଯ୍ୟକ୍ରମରେ ଦେଶବାସୀଙ୍କ ସହ ଭାବ ବିନିମୟ କରିବେ । ଏହା ମନ୍‍ କୀ ବାତ୍‍ର ୧୩୧ତମ ସଂସ୍କରଣ ହେବ । କାର୍ଯ୍ୟକ୍ରମ ଆକାଶବାଣୀ ଓ ଦୂରଦର୍ଶନର ସମସ୍ତ କେନ୍ଦ୍ର, ଆକାଶବାଣୀ ସମ୍ବାଦ ୱେବ୍‍ସାଇଟ୍‍ ଓ ନ୍ୟୁଜ୍‍ ଅନ୍‍ ଏ.ଆଇ.ଆର୍‍. ମୋବାଇଲ୍‍ ଆପ୍‍ରେ ଉପଲବ୍ଧ ହେବ ।

Mann Ki Baat
ଆକାଶବାଣୀ ସମ୍ବାଦ, ଡି.ଡି. ନ୍ୟୁଜ୍‍, ପି.ଏମ୍‍.ଓ. ଏବଂ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟ ଯୁଟ୍ୟୁବ୍‍ ଚ୍ୟାନେଲ୍‍ରେ ମନ୍‍ କୀ ବାତ୍‍ କାର୍ଯ୍ୟକ୍ରମର ସିଧା ପ୍ରସାରଣ ହେବ । ପ୍ରଧାନମନ୍ତ୍ରୀଙ୍କ ସମ୍ବୋଧନ ପରେ ଆଞ୍ଚଳିକ ଭାଷାରେ ମନ୍‍ କୀ ବାତ୍‍ ପ୍ରସାରଣ କରାଯିବ । ଆଞ୍ଚଳିକ ଭାଷାରେ ଏହାର ଭାଷାନ୍ତର ପୁଣି ଥରେ ରାତି ୮ଟାରେ ପ୍ରସାରଣ କରାଯିବ ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+